-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ଡିସେମ୍ବର ୪ ତାରିଖରେ ଗନ୍ଧମାର୍ଦ୍ଦନ ପର୍ବତରେ ମାଁ ଦୁର୍ଗେ ଦେବୀଙ୍କ ପୂଜାନୋତ୍ସବ : ପୀଠର ଉନ୍ନତିକରଣ ସହ ଲାଇଟ୍ ଓ ସିଡି ର ବ୍ୟବସ୍ଥା ପାଇ ସରକାରଙ୍କୁ ନିବେଦନ କଲେ ସଭାପତି

26-Nov-2025



ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ନୃସିଂହ ନାଥ ପର୍ବତମାଳା ଶିଖରେ ଥିବା ମାଁ ଦୁର୍ଗେଇଦେବୀଙ୍କ ପୀଠ ରେ  ପ୍ରତିବର୍ଷ ଭଲି ଏ ବର୍ଷ ମଧ୍ୟ ମାଁ ଙ୍କ ପୂଜାନୋତ୍ସବ ମହା ସମାରୋହରେ ଡିସେମ୍ବର ମାସ ୪ ତାରିଖ ଦୁଇ ଦିନ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ସେନେଇ ସଭାପତି ଶ୍ରୀ ମଧୂସୁଦନ ପାଣ୍ଡେ ଅଞ୍ଚଳର ତଥା ଓଡ଼ିଶାର ରାଜ୍ୟର ସମସ୍ତ ଭକ୍ତ ଶ୍ରଦ୍ଧାଳୁ ମାନଙ୍କୁ ମାଁ ଦୂର୍ଗେଇ ଦେବୀ ସହଯୋଗ କରିବା ପାଇଁ ସେ ଅନୁରୋଧ ସହ କାମନା କରିଛନ୍ତି। ଶ୍ରୀ ପାଣ୍ଡେ ମୂଖ୍ୟ ମନ୍ତ୍ରୀ ଅନୁରୋଧ କହିଛନ୍ତି ଯେ,୨୦୧୮ ମସିହାରୁ ଏପର୍ଯ୍ୟନ୍ତ ପୂଜା ପରିଚାଳନା କମିଟିର ସଭାପତି ଭାବେ ରହି କାର୍ଯ୍ୟ ନିର୍ବାହ କରି ଆସୁଛନ୍ତି। ଯାହାକି ସମସ୍ତଙ୍କର ଆନ୍ତରିକତା ସହଯୋଗ ରହିଛି ବୋଲି କହିଛନ୍ତି। ଦୀର୍ଘ ଦିନରୁ ମାଁ ଦୂର୍ଗେଇଙ୍କ ପୀଠ ରେ ପ୍ରବଳ ଭକ୍ତ ସମାବେଶରେ ପର୍ବ ପାଳିତ ହୋଇ ଆସୁଛି। ହେଲେ ପୀଠରେ  ଯିବା ଆସିବା ରାସ୍ତା ନ ଥିବାରୁ ଶ୍ରଦ୍ଧାଳୁ ଭକ୍ତ ମାନେ ପାଖାପାଖି ୩ କିଲୋମିଟର ପାହାଡ଼ି ରାସ୍ତା ଉପରେ ବହୁ

କଷ୍ଟରେ ଚାଲି ଯିବାକୁ ପ୍ରତିବନ୍ଧକ ସାଜିଛି ମାଁ ଙ୍କ ସାନିଧ୍ୟ ଲାଭ କରିଥାନ୍ତି। ଅନ୍ୟ ପକ୍ଷରେ ମାଁ ପୂଜାର୍ଚ୍ଚନା ସମାରୋହରେ ବିଦ୍ୟୁତ ମଧ୍ୟ ନ ଥିବାରୁ ଶ୍ରଦ୍ଧାଳୁ ଭକ୍ତ ମାନେ ରାତିରେ ମାଁ ପୀଠରେ ଅନ୍ଧାର ରାତ୍ରିରେ ଉଜାଗର ରହିଥାନ୍ତି। କିମ୍ବଦନ୍ତୀ ଅନୁସାରେ ତ୍ରେତୟା ଯୁଗରୁ ମାଁ ଦୁର୍ଗେଇଦେବୀଙ୍କ ସହ କନ୍ଦେନକନ୍ଦୁଣୀ, ନୃସିଂହ ମହାପ୍ରଭୁ ଆବିର୍ଭାବ ହୋଇ ଥିବା ବେଳେ ମାଁ ଦୁର୍ଗେଇଦେବୀ ଙ୍କ ଆରାଧ୍ୟ ଦେବୀଙ୍କ ଦୈବୀ ଶକ୍ତି ଉପାସନା ପରମ୍ପରାରେ ସ୍ଵତନ୍ତ୍ରତା ରହିଅଛି।ଭକ୍ତମାନଙ୍କର ହାରିଗୁହାରି ସହ ମନୋସ୍କାମନା ପୂର୍ଣ୍ଣ ହୋଇଆସୁଛି। ତେଣୁ ମାଁ ଦୁର୍ଗେଇଦେବୀଙ୍କ ପୀଠ ରେ ଲାଇଟ ଓ ସିଡି ର ବ୍ୟବସ୍ଥା କରିବା ସହ ଉନ୍ନତିକରଣ ପାଇଁ ସରକାରଙ୍କ ପାଖରେ ସଭାପତି ଶ୍ରୀ ପାଣ୍ଡେ ନିବେଦନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like