-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||     

HOME   ଜିଲ୍ଲା

*ବରପାଲି ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ସମ୍ବିଧାନ ଦିବସ*

26-Nov-2025



ବରପାଲି  (ସୁଦାମ ଦୀପ)
ବରଗଡ଼ ଜିଲ୍ଲା ବରପାଲି ସ୍ଥିତ ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟ କାଦଳୀପାଲିରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ପଦ୍ମିନୀ ଦାସଙ୍କ ଅଧ୍ୟକ୍ଷତାରେ  ସମ୍ବିଧାନ ଦିବସ ପାଳିତ ହୋଇଯାଇଅଛି।ରାଜନୀତି ବିଜ୍ଞାନ ବିଭାଗର ଅଧ୍ୟାପିକା ପୁନମ୍ ସାହୁଙ୍କ ପରିଚାଳନା ସଭାରେ
ମୁଖ୍ୟ ଅତିଥି ଭାବରେ ମହାବିଦ୍ୟାଳୟର ପ୍ରତିଷ୍ଠାତା ଶ୍ରୀଯୁକ୍ତ ଅନ୍ତର୍ଯ୍ୟାମୀ ପଣ୍ଡାଯୋଗଦାନ କରି ସମ୍ବିଧାନର ମୁଖ୍ୟ ମୂଲ୍ୟବୋଧ ନ୍ୟାୟ, ସ୍ଵାଧୀନତା, ସମତା, ଭ୍ରାତୃତ୍ୱ, ଧର୍ମନିରପେକ୍ଷତା ଓ ଗଣତନ୍ତ୍ରୀୟ ମୂଲ୍ୟବୋଧକୁ ସାଧାରଣ ଲୋକଙ୍କ ମଧ୍ୟରେ ପ୍ରଚାର କରିବା ପ୍ରଭୃତି ଉପରେ ଆଲୋଚନା କରିଥିଲେ।ଏ ଅବସରରେ ଓଡ଼ିଆ  ବିଭାଗର  ଅଧ୍ୟାପିକା  ପିଙ୍କି ବାରିକ ଶପଥ ପାଠ କରିଥିଲେ। ପରିଶେଷରେ ଅଧ୍ୟାପିକା ସସ୍ମିତା ମେହେର ଧନ୍ୟବାଦ  ଅର୍ପଣ କରିଥିଲେ। ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ ସହକର୍ମୀ ବୃନ୍ଦ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026

You Might Also Like