-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||     

HOME   ଜିଲ୍ଲା

ପାପକ୍ଷୟ ଲୋକ ମହୋତ୍ସବ କାର୍ଯ୍ୟାଳୟ ଉଦ୍ଘାଟିତ

26-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ)ପର୍ଯ୍ୟଟନ ସ୍ଥଳୀ ବିନିକାର ପୁଣ୍ୟପୀଠ ପାପକ୍ଷୟର ଐତିହାସିକ କିମ୍ବଦନ୍ତୀକୁ ପ୍ରଚାର ପ୍ରସାର କରିବାର ଉଦ୍ଦେଶ୍ୟ ନେଇ ଏବଂ ଏ ଅଞ୍ଚଳର କଳା,ସଂସ୍କୃତିକୁ ବଞ୍ଚାଇବା ପାଇଁ ପ୍ରତିବର୍ଷ ଆୟୋଜିତ ହୋଇ ଆସୁଛି ପାପକ୍ଷୟ ଲୋକ ମହୋତ୍ସବ।ଏହି ପରିପ୍ରେକ୍ଷୀରେ ଆସନ୍ତା ନବବର୍ଷ ଜାନୁଆରୀ ୧୧ତାରିଖରୁ ୧୪ତାରିଖ ପର୍ଯ୍ୟନ୍ତ ୪ଦିନ ଧରି ଅନୁଷ୍ଠିତ ହେବାକୁ ଯାଉଥିବା ଲୋକ ମହୋତ୍ସବ ପାଇଁ ନୂତନ କାର୍ଯ୍ୟାଳୟ ଉଦ୍ଘାଟିତ ହୋଇଯାଇଛି । ଦେବୀ ଦୁର୍ଗାଙ୍କ ମନ୍ଦିରରେ ପୂଜକଙ୍କ ମନ୍ତ୍ର ଉଚ୍ଚାରଣ ପରେ ମହୋତ୍ସବ କମିଟି ସଭାପତି ପ୍ରଶାନ୍ତ ଦଣ୍ଡସନା ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରିଥିଲେ।ପରେ ଏନଏସି ଉପାଧକ୍ଷା ତପସ୍ଵିନୀ ମେହେର ଓ ସମାଜସେବୀ ଜ୍ୟୋତିରେଖା ମିଶ୍ର ପୁଣ୍ୟ କଳସ ଧରି ମହୋତ୍ସବ କାର୍ଯ୍ୟାଳୟକୁ ଆସିଥିଲେ ।ସମସ୍ତ କମିଟି କର୍ମକର୍ତ୍ତାଙ୍କ ଉପସ୍ଥିତିରେ ଦୁର୍ଗା ପୂଜା କମିଟି ସଭାପତି ସନ୍ତୋଷ ପଣ୍ଡା ଫିତା କାଟି ନୂତନ କାର୍ଯ୍ୟାଳୟକୁ ଉଦ୍ଘାଟନ କରିଥିଲେ ।ଏହି ଅବସରରେ କମିଟି ଉପଦେଷ୍ଟା ଆଇନଜୀବୀ ସୁଧାଂଶୁ ଶେଖର ଦାଶ,ସମ୍ପାଦକ ଧର୍ମେନ୍ଦ୍ର ସାହୁ,କୋଷାଧ୍ୟକ୍ଷ କାହ୍ନୁଚରଣ,ବିଜୟ ବରାଇ,ଗୋପୀନାଥ ପଣ୍ଡା,ମଧୁସୂଦନ ଖେତି,ଧର୍ମେନ୍ଦ୍ର ଥନାପତି,ଦୀନବନ୍ଧୁ ମେହେର,ଅଜିତ ଦାଶ,ଶ୍ରୀକାନ୍ତ ସାହୁ,ତପନ ସାହୁ,ଶାଶ୍ଵତ ତ୍ରିପାଠୀ,କେଦାର ପଣ୍ଡା,ବିଶେଶ୍ୱର ସେଠୀ,ରବୀନ୍ଦ୍ର ପାତ୍ର,ଧୁବୁଲେ ବାରିକ,ଗୋବିନ୍ଦା ମହାଣା,ଜିତୁ ମଲ୍ଲିକ ପ୍ରମୁଖଙ୍କ ସମେତ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026

You Might Also Like