-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ସମ୍ବିଧାନ ଦିବସ ପାଳନ ଓ ଓବିସି ମଞ୍ଚ ପୁନର୍ଗଠନ

26-Nov-2025



ବଲାଙ୍ଗୀର, ୨୬ ନଭେମ୍ବର: ସମ୍ବିଧାନ ଦିବସ ଅବସରରେ ଜିଲ୍ଲା ଓବିସି ମଞ୍ଚ ପକ୍ଷରୁ ଏକ ଆଲୋଚନା ଚକ୍ର ଓ ମଞ୍ଚର ପୁନର୍ଗଠନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ରାଜ୍ୟ ଓବିସି ମଞ୍ଚ ସଭାପତି ଶଙ୍କର ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ କୋଷାଧ୍ୟକ୍ଷ ପ୍ରଦେଶୀ ବିଶ୍ୱାଳ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ସମ୍ବିଧାନର ମହତ୍ତ୍ୱ ଓ ଓବିସି ସମୁଦାୟର ଅଧିକାର ଉପରେ ଆଲୋକପାତ କରିଥିଲେ।କାର୍ଯ୍ୟକ୍ରମରେ ଜିଲ୍ଲା ଓବିସି ମଞ୍ଚର ନୂଆ କମିଟି ଗଠନ କରାଯାଇଥିଲା। ନୂତନ କର୍ମକର୍ତ୍ତା ରେ ସଭାପତି ଶଙ୍କର ପାତ୍ର,ଉପ ସଭାପତି

କିଶୋର ଚନ୍ଦ୍ର ସାଏ ସମ୍ପାଦକ ପ୍ରଦେଶୀ ବିଶ୍ଵାଲ,ଜତି ପ୍ରଧାନ ଙ୍କୁ ସହ ସମ୍ପାଦକ, ବ୍ରଜଭୁଷଣ ସାଏ ଙ୍କୁ କାର୍ଯକାରୀ ସମ୍ପାଦକ, ମଧୁସୂଦନ ଖେତୀ ଙ୍କୁ କୋଷାଧ୍ୟକ୍ଷ ଏବଂ ଶେଷଦେବ ପୁଟେଲ, ସରସ୍ଵତୀ ସାହୁ, ମଞରୀ ପଟେଲ,ସୁବାସୀନି ସାହୁ,ଉତ୍ତମ ଖମାରୀ , ନିରଞ୍ଜନ ଡାଙ୍ଗ ଙ୍କୁ କମିଟି ସଦସ୍ୟ ଭାବରେ ମନୋନୀତ କରାଗଲା।ଦିନବନ୍ଧୁ ନାଏକ, , ମନୋରଞ୍ଜନ ସାହୁ, ପୁର୍ଣ୍ଣଚନ୍ଦ୍ର ବିଶ୍ବାଳ ପ୍ରମୁଖ ସମ୍ବିଧାନ ସଚେତନତା ଉପରେ

ଉଦବୋଧନ ଦେଇଥିଲେ ଓବିସି ମଞ୍ଚ ସଂଯୋଜକ ସରୋଜ କୁମାର ମେଶ୍ୱା ଧନ୍ୟବାଦ ଅର୍ପଣ କରି କହିଥିଲେ ଯେ, ଏହି କାର୍ଯ୍ୟକ୍ରମ ସମ୍ବିଧାନର ଆତ୍ମାକୁ ବୁଝାଇବା ସହ ଓବିସି ସମୁଦାୟକୁ ଏକଜୁଟ କରିବାରେ ସଫଳ ହୋଇଛି। ଜିଲ୍ଲାର ବିଭିନ୍ନ ସ୍ଥାନରୁ ଆସିଥିବା ପ୍ରତିନିଧିଙ୍କ ଉପସ୍ଥିତି ଏହାକୁ ଅର୍ଥପୂର୍ଣ୍ଣ କରିଥିଲା। ଆଗକୁ ମଞ୍ଚ ଆହୁରି ସକ୍ରିୟ ହେବ ବୋଲି ଆଶା ପ୍ରକାଶ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026

You Might Also Like