-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ବାହାଘର ବରାତିରେ ଅଘଟଣ ପୁଅର ବର ଗାଡି ଧକ୍କା ରେ ବାପାଙ୍କ ମୃତ୍ଯୁ

26-Nov-2025



ଲୋଇସିଂହା, (ପ୍ରେରଣା ଖବର ): ବଲାଙ୍ଗୀର ଜିଲ୍ଲା ବେଲପଡା ବ୍ଲକ ମଣ୍ଡଳ ଗ୍ରାମରେ ମଙ୍ଗଳବାର ରାତିରେ ବରଯାତ୍ରୀ ଶୋଭାଯାତ୍ରା ବେଳେ ଘଟିଛି ଅଘଟଣ। ପୁଅର ବରଯାତ୍ରୀ ଗାଡ଼ି ଧକ୍କାରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ କନ୍ୟାଙ୍କ ମାଉସୀ ପୁଅ ଆହତ ହୋଇଥିବା ଜଣାପଡିଛି। ଏହି ଅଘଟଣ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ମୃତକ ହେଲେ ଲୋଇସିଂହା ବ୍ଲକ ଆମ୍ବପାଲି ଗାଁ ର ଚୈତନ୍ୟ ବାଗ । ସୂଚନାରୁ ପ୍ରକାଶ ଯେ,ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ତଥା ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଆମପାଲି ଗ୍ରାମର ଚୈତନ୍ୟଙ୍କ ପୁଅ ଦୁଃଖିଶ୍ୟାମଙ୍କ ବାହା ପାଇଁ ବରଯାତ୍ରୀ ଦଳ ବେଲପଡା ବ୍ଲକ ମଣ୍ଡଳକୁ ଯାଇଥିଲେ। ବରଯାତ୍ରୀ ଦଳ ଜଳଖିଆ ଖାଇ ହସଖୁସିରେ ବରଯାତ୍ରୀ ଶୋଭାଯାତ୍ରା ଆରମ୍ଭ କରିଥିଲେ। ବରଯାତ୍ରୀ ଶୋଭାଯାତ୍ରା ଅଳ୍ପ ସମୟ ମଧ୍ୟରେ ଖୁସି ମଉଳି ଯାଇଥିଲା। ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନା ଯୋଗୁ ବରଯାତ୍ରୀ ଗାଡ଼ି ଆଗରେ ଥିବା ବର ଦୁଃଖୀଶ୍ୟାମଙ୍କ ବାପା ଚୈତନ୍ୟଙ୍କ ଉପରେ ମାଡ଼ି ଯାଇଥିଲା। କୁଆଡ଼େ ଘଟଣାସ୍ଥଳରେ ଚୈତନ୍ୟଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ ପାଟଣାଗଡ଼ ପୋଲିସ ମଣ୍ଡଳ ଗାଁ ରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପାଟଣାଗଡ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପଠେଇଥିଲା। ଅପରପକ୍ଷେ ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ଜବତ କରଯାଇଛି।ଏ ନେଇ ଆମପାଲି ଅଞ୍ଚଳ ରେ ଶୋକ ର ଛାୟା ଖେଳିଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like