-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ଜେଏସ୍ଏମ୍ କଲେଜ ପକ୍ଷରୁ ସମ୍ବିଧାନ ଦିବସ

26-Nov-2025



ବଲାଙ୍ଗୀର, ଆଜି ଜେଏସ୍ଏମ୍  ଆର୍ଟସ, କମର୍ସ ଏଣ୍ଡ ସାଇନ୍ସ କଲେଜ ଆନୁକୂଲ୍ୟରେ ସମ୍ବିଧାନ ଦିବସ  ପାଳିତ ହୋଇ ଯାଇଛି l କଲେଜର ଅଧ୍ୟକ୍ଷ ଡ. ମନସ୍ମିତା ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ଯୁଧିଷ୍ଟିର ମିଶ୍ର ଆଇନ ମହାବିଦ୍ୟାଳୟର ପ୍ରଫେସର ଚଣ୍ଡିପ୍ରସାଦ ଖମାରୀ ଯୋଗ ଦେଇ ସମ୍ବିଧାନର ଜନକ ଡ. ଭୀମରାଓ ଆମ୍ବେଦକରଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ୱଳନ କରି ସଭାକୁ ଉଦ୍ଘାଟନ କରିଥିଲେ । ମୁଖ୍ୟ ଅତିଥି ଶ୍ରୀ ଖମାରୀ ନିଜ ବକ୍ତବ୍ୟରେ

କହିଥିଲେ ଯେ, ଭାରତୀୟ ସମ୍ବିଧାନ କେବଳ ଆମ ଦେଶର ଇତିହାସର ଏକ ଅଧ୍ୟାୟ ନୁହେଁ ଏହା ହେଉଛି ଜୀବନ୍ତ ଏକ ସଂକଳ୍ପ, ଯାହା ପ୍ରତ୍ୟେକ ପିଢ଼ିକୁ ନ୍ୟାୟ, ସ୍ୱାଧୀନତା ଓ ଜାତୀୟ ଏକାତର ପଥରେ ଦୃଢ଼ତାର  ସହ ଅଗ୍ରସର ହେବାର ପ୍ରେରଣା ଦେଇ ଆସୁଛି ।  କଲେଜର ମୁଖ୍ୟ ଉପଦେଷ୍ଟା ମନୋରଂଜନ ସାହୁ ସମ୍ବିଧାନ ଦିବସ ଠିକ ହିସାବରେ କାର୍ଯ୍ୟକାରୀ ନହେଲେ ସମ୍ବିଧାନ ପ୍ରଣେତାଙ୍କ ପରିଶ୍ରମ ମୂଲ୍ୟହୀନ ହୋଇଯିବ ବୋଲି କହିଥିଲେ । କେଲଜର ପ୍ରତିଷ୍ଠାତା ସିଏ ଶ୍ରୀକାନ୍ତ ଶର୍ମା ଓ ନିଦ୍ଦେର୍ଶକ ପୀତବାସ ପଣ୍ଡା ଆଜି ଦିବସର ପ୍ରଚାର ପ୍ରସାରର ଆବଶ୍ୟକତା ଅଛି ବୋଲି ମତବ୍ୟକ୍ତ କରିଥିଲେ । ରାଜନୀତି

ବିଜ୍ଞାନର ବିଭାଗୀୟ ମୁଖ୍ୟ ସ୍ମୃତିସ୍ମରଣିକା ବେଚ୍ ସ୍ୱାଗତ ଭାଷଣ ଦେଇ ସମ୍ବିଧାନର ଧାରା ସଂପର୍କରେ ବର୍ଣ୍ଣନା କରିଥିଲେ । କଲେଜର ଛାତ୍ରୀ ସୁମିତ୍ରା ଭଞ୍ଜ, ରୋଜାଲିନ ବେହେରା, ପଦ୍ମାଳୟା ଷଡଙ୍ଗୀ ପ୍ରମୁଖ ମତବିନିମୟ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ । କାର୍ଯ୍ୟକ୍ରମକୁ ଅଧ୍ୟାପିକା ଏବିରାମ ଲିପ୍ସା ସଂଯୋଜନା କରିଥିବା ବେଳେ କ୍ରିଷ୍ଣା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଏହି  କାର୍ଯ୍ୟକ୍ରମରେ କଲେଜର ସମସ୍ତ ଛାତ୍ରଛାତ୍ରୀ, କର୍ମଚାରୀ ଓ ଅଧ୍ୟାାପକ, ଅଧ୍ୟାପିକା ମାନେ ସହଯୋଗ କରିଥିଲେ  । 


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like