-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ଭୟଙ୍କର ଦୁର୍ଘଟଣା, ଘନଗୁହୁଡି ହେଲା କାଳ, ସ୍କୃଟି ଚାଳକ ମୃତ - କ୍ଷତିପୂରଣ ଦାବିରେ ମୁଖ୍ୟ ରାସ୍ତା ଅବରୋଧ

26-Nov-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ):ସୋନପୁର - ବୀରମହାରାଜପୁର ମୁଖ୍ୟ  ରାସ୍ତାର ଭୁଦୋବର ନିକଟରେ ବୁଧବାର ଭୋର ସକାଳୁ ଭୟଙ୍କର ଦୁର୍ଘଟଣା ଘଟିଛି। ଘନ କୁହୁଡି ଯୋଗୁ ଦୁର୍ଘଟଣା ହୋଇଥିବା ଅନୁମାନ କରାଯାଉଛି। ଏକ ଟ୍ରକ  ସ୍କୁଟିକୁ ଧକ୍କା ଦେବାରୁ ସ୍କୁଟି ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସ୍କୁଟି ଚାଳକଙ୍କୁ ପ୍ରାୟ ପାଞ୍ଚ ଶହ ମିଟର  ପର୍ଯ୍ୟନ୍ତ ଟ୍ରକ୍ ଘୋଷାଡି ନେଇଥିଲା।  ମୃତକ ହେଲେ କୁମାରକେଲି ଗାଁ ର ଶରତ ମହାପାତ୍ର (୫୩) ବୋଲି ଜଣାପଡିଛି।
ସୁଚନାନୁସାରେ, ନିଜ ଘରୁ ସୋନପୁର ଆଡ଼କୁ ସ୍କୁଟି  ଓଡି୩୧ଏମ୧୪୫୭  ଯୋଗେ ଶରତ ଯାଉଥିବା ସମୟରେ ସୋନପୁର ଆଡୁ ଆସୁଥିବାବେଳେ  ଏକ ଟ୍ରକ ଓଡି୧୫ଏବି୪୪୨୬ ଆସି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ସ୍କୁଟିଟି ଛିଟିକି ପଡ଼ିଥିଲା। ହେଲେ  ତାଙ୍କ ହାତଟି ଟ୍ରକ ବର୍ଣ୍ଣଟରେ ଲଟକି ଯାଇଥିଲା। ଟ୍ରକଟି ତାଙ୍କୁ ପ୍ରାୟ ୫୦୦ ମିଟର ପର୍ଯ୍ୟନ୍ତ ଘୋଷାଡି ନେଇଥିବାବେଳେ ଲୋକ ଅଟକାଇବାକୁ ଡ୍ରାଇଭର ଗାଡ଼ି ଛିଡ଼ା କରି ଫେରାର ମାରିଥିଲା । ଖବର ପାଇ ପରିବାର ଲୋକେ ଘଟଣା ସ୍ଥଳରେ ପହଞ୍ଚି କ୍ଷତିପୂରଣ ଦାବିରେ ସୋନପୁର - ବୀରମହାରାଜପୁର ମୁଖ୍ୟ ରାସ୍ତା‌ ଅବରୋଧ କରିଥିଲେ। ପୁଲିସ ସହାୟତା ରେ ସ୍ଥାନୀୟ ପ୍ରଶାସନ ଓ ବ୍ଳକ ଉପାଧ୍ୟକ୍ଷ ନାରାୟଣ ଲୁହା ଉକ୍ତ ସ୍ଥାନରେ ପହଞ୍ଚି ବୁଝାସୁଝା କରିବା ପରେ ରାସ୍ତା ରୋକ ହଟିଥିଲା। ସ୍ଥାନୀୟ ପୋଲିସ ଦୁର୍ଘଟଣା ଘଟେଇଥିବା ଟ୍ରକ କୁ ଜବତ କରିବା ସହ ମୃତ ଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏବଂ ପରେ ପରିବାରର ଲୋକଙ୍କୁ ହସ୍ତାନ୍ତର କରିଥିଲା। ଏନେଇ ବୀରମହାରାଜପୁର ଥାନା ରେ ଏକ  ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଜଣାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like