-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ଭବିଷ୍ୟ ଇଂଲିଶ ମିଡିୟମ ସ୍କୁଲରେ ବିଜ୍ଞାନ ମେଳା,୧୧୦ପ୍ରକଳ୍ପ ପ୍ରଦର୍ଶିତ

26-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଫୁଲମୁଠି ସ୍ଥିତ ଭବିଷ୍ୟ ଇଂଲିଶ ମିଡିୟମ ସ୍କୁଲରେ ବିଜ୍ଞାନ ମେଳା ଅନୁଷ୍ଟିତ ହୋଇଯାଇଛି ।ଏଥିରେ ସର୍ବମୋଟ ୧୧୦ଟି ପ୍ରକଳ୍ପ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ରଦର୍ଶିତ ହୋଇଥିଲା।ସେଥିରୁ ୨୧ଟି ପ୍ରକଳ୍ପ ଖାଦ୍ୟ ପ୍ରକ୍ରିୟା କରଣ ଥିବା ବେଳେ କ୍ରାଫ୍ଟ ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ମେଲାକୁ ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ମାନସ ରଞ୍ଜନ ଭୋଇ ଉଦ୍ଘାଟନ କରିଥିଲେ।ବିଜ୍ଞାନ ମେଳାରେ ବିଚାରକ ଭାବେ ଗୌରୀ ଶଙ୍କର ହୋତା,ପ୍ରହଲ୍ଲାଦ ପଣ୍ଡା,ଅଭିନାସ ପଣ୍ଡା,ଭବାନି ଶଙ୍କର ମେହେର,ଅଭିଷେକ ନାଏକ ପ୍ରମୁଖ ଦାୟିତ୍ଵ ନିର୍ବାହ କରି ଛାତ୍ରଛାତ୍ରୀଙ୍କ ଦ୍ବାରା ପ୍ରଦର୍ଶିତ ପ୍ରକଳ୍ପ ଚୟନ କରିଥିଲେ ।ସ୍କୁଲ ଅଧ୍ୟକ୍ଷା ସସ୍ମିତା ସାମନ୍ତରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ବିନିକା ତହସିଲଦାର ରେଶ୍ମା ଭୋଇ ମୁଖ୍ୟ ଅତିଥି,ଭବିଷ୍ୟ ଚାରିଟେବୁଲ ଟ୍ରଷ୍ଟ ମେନେଜିଂ ଡାଇରେକ୍ଟର ସୁଧାଂଶୁ ଶେଖର ଦାଶ,ଏକାଡେମୀ ଏଡଭାଇଜର ଡ଼ ଭବାନି ଶଙ୍କର ମେହେର ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ।ସଭାକୁ ଶିକ୍ଷକ ମନୋଜ କୁମାର ନାୟକ ସଂଯୋଜନା କରିଥିବା ବେଳେ ଶିକ୍ଷୟତ୍ରୀ ପ୍ରତୀକ୍ଷାରାଣୀ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।ମେଳା ପରିଚାଳନାରେ ସ୍କୁଲ କମିଟି ସଦସ୍ୟ,ଶିକ୍ଷକ/ଶିକ୍ଷୟତ୍ରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like