-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ସମ୍ବିଧାନ ଦିବସ ସୁବର୍ଣ୍ଣପୁର ଜିଲ୍ଲା ସ୍ତରରେ ପାଳିତ।

26-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)                     
 ଜିଲ୍ଲାପାଳ, ସୁବର୍ଣ୍ଣପୁରଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁଙ୍କ ସଭାପତିତ୍ବରେ ସମ୍ବିଧାନ ଦିବସ ପାଳିତ ହୋଇଥିଲା। ଏହି ସମ୍ବିଧାନ ଦିବସ ପାଳନ ଅବସରରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ସୁବର୍ଣ୍ଣପୁର, ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର, ଶ୍ରୀମତି ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେରଙ୍କ ସମେତ ସୁବର୍ଣ୍ଣପୁର ଜିଲ୍ଲାର ସମେତ ଡେପୁଟି କଲେକ୍ଟର, ସହକାରୀ କଲେକ୍ଟର, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ସୁବର୍ଣ୍ଣପୁର ଜିଲ୍ଲା ପରିଷଦର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ମାନଙ୍କ ସମେତ ଜିଲ୍ଲା କାର୍ଯ୍ୟାଳୟ ସମସ୍ତ କର୍ମଚାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ,ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଓ ଜିଲ୍ଲାପାଳ, ସୁବର୍ଣ୍ଣପୁର ଭାରତୀୟ ସମ୍ବିଧାନର ମହତ୍ତ୍ଵ ଓ ଗୁରୁତ୍ଵ ବିଷୟରେ ଉପସ୍ଥିତ ଥିବା କର୍ମଚାରୀ ମାନଙ୍କୁ ଅବଗତ କରାଇବା ସଂଗେସଂଗେ ଭାରତୀୟ ସମ୍ବିଧାନକୁ ପାଳନ ପୂର୍ବକ ଆଇନ ଓ ନିୟମକୁ ଅନୁସରଣ କରି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ।ଶେଷରେ ଜିଲ୍ଲାପାଳ, ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ସମସ୍ତ ଡେପୁଟି କଲେକ୍ଟର, ସମସ୍ତ ସହକାରୀ କଲେକ୍ଟର ଓ ସମସ୍ତ କର୍ମଚାରୀ ମାନଙ୍କୁ ଭାରତୀୟ ସମ୍ବିଧାନର ପ୍ରସ୍ତାବନା କୁ ପାଠ କରାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like