-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

*୫୦୦ ମିଟର ରାସ୍ତା କୁ ୧୦ ଗୋଟି ହମ୍ପସ; ଦୁର୍ଦ୍ଦଶା ଭୋଗୁଛନ୍ତି ବରିଷ୍ଟ ନାଗରିକ ଓ ଭିନ୍ନକ୍ଷମ*

26-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ସହର ର ପୁରୁଣା ବସ୍ତି ସରକାରୀ ବାଳିକା ହାଇସ୍କୁଲ ଛକ ଠାରୁ ବଡ଼ବଜାର ରାସ୍ତା ପୌର ପରିଷଦ ପକ୍ଷରୁ ନୂତନ ଭାବରେ ତିଆରି ହୋଇଛି । ଦୀର୍ଘଦିନ ଧରି ଅବହେଳିତ ଅବସ୍ଥାରେ ପଡି ରହିଥିବା ରାସ୍ତା ନୂତନ ଓ ଚକାଚକ୍ ଭାବରେ ତିଆରି ହେଲା ସମସ୍ତେ ଖୁସି ହେଲେ କିନ୍ତୁ ଏହା ବରିଷ୍ଟ ନାଗରିକ ତଥା ଭିନ୍ନକ୍ଷମ ମାନଙ୍କ ପାଇଁ ନାହିଁ ନ ଥିବା ଦୁଃଖ ଆଣି ଦେଇଛି । ଗାର୍ଲ୍ସ ହାଇସ୍କୁଲ ଠାରୁ ବଡ଼ବଜାର ୫୦୦ ମିଟର କୁ ୧୦ ଟି ହମ୍ପସ ତାହା ପୁଣି ସହରୀ କରଣ ହମ୍ପସ ନ ହୋଇ ପିଚୁ ରେ ତିଆରି ବଡ଼ ବଡ଼ ହମ୍ପସ ହୋଇ ଥିବାରୁ ସ୍କୁଟି ତଥା ବାଇକ ର ତଳ ପଟ ଇଞ୍ଜିନ ରେ ବାଜି ଲୋକ ଙ୍କ କ୍ଷୟ କ୍ଷତି ହେଉଛି  । ଭିନ୍ନକ୍ଷମ ମାନଙ୍କ ତିନି ଚକିଆ ସାଇକଲ ନେବାରେ ବହୁ ଅସୁବିଧା ସୃଷ୍ଟି ହେଉଥିବା ଦେଖିବାକୁ ମିଳୁଥିବା ଅଭିଯୋଗ ହେଉଛି । ବଡ ବଡ ହମ୍ପସ ପାଇଁ ପ୍ରତ୍ୟହ ଛୋଟ ଛୋଟ ଦୁର୍ଘଟଣା ଘଟୁଥିବା ଦେଖା ଯାଉଛି । ସହର ମଧ୍ୟରେ ହମ୍ପସ ନିର୍ମାଣ ବେନିୟମ ହୋଇଥିବା ବେଳେ କିଛି ଗୁରୁତ୍ଵପୂର୍ଣ୍ଣ ସ୍ଥାନ ଯଥା ଗାର୍ଲ୍ସ ହାଇସ୍କୁଲ ଏବଂ ଟିକିରିପଡା ଦୂର୍ଗାପୂଜା ମଣ୍ଡପ ନିକଟରେ କେବଳ ତିନି ଚାରି ଗୋଟି ନୂତନ ଶୈଳୀ ରେ ହମ୍ପସ ନିର୍ମାଣ ହୋଇଥିଲେ ମଧ୍ୟ ଦୁର୍ଘଟଣା ରୋକା ଯାଇ ପାରିବ l  କିନ୍ତୁ ଏହା ପୌର ପ୍ରଶାସନ ନା କାହାର ମାନମନୀ ଏ ନେଇ ବୁଦ୍ଧିଜୀବି ପ୍ରଶ୍ନ କରିଥିବା ବେଳେ ପୌର ଅଧିକାରୀ ୠଷି ମାଝୀ ଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ସ୍ଥାନୀୟ କିଛି ଯୁବକ ଙ୍କ ଅଭିଯୋଗ କ୍ରମେ ଏହା ନିର୍ମାଣ କରାଯାଇଥିବା କଥା କହିଥିଲେ । ତୁରନ୍ତ ବେଆଇନ ହମ୍ପସ ରାସ୍ତା ରୁ ହଟାଯିବା ସହ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ନୂତନ ଭାବରେ ଆସୁଥିବା ସ୍ପିଡ୍ ବ୍ରେକର ଦିଆଯିବା ପାଇଁ ଜନସାଧାରଣ ତଥା ବୁଦ୍ଧିଜିବୀ ମହଲ ରେ ଦାବୀ ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like