-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

୬୯ତମ ଓଡିଶା ରାଜ୍ୟ ବିଦ୍ୟାଳୟ ସମୂହ ଫୁଟବଲ, ଫେନସିଂ ଓ ଥାଙ୍ଗଟା ପ୍ରତିଯୋଗିତା ନଭେମ୍ବର ୨୭ ରୁ

26-Nov-2025



ବଲାଙ୍ଗିର(ପ୍ରେରଣା ଖବର): ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ୬୯ତମ ଓଡିଶା ରାଜ୍ୟ ବିଦ୍ୟାଳୟ ସମୂହ ଫୁଟବଲ, ଫେନସିଂ ଓ ଥାଙ୍ଗଟା ପ୍ରତିଯୋଗିତା (୧୭ ବର୍ଷରୁ କମ୍ ବାଳକ ଏବଂ ବାଳିକା) ଆୟୋଜନ ପାଇଁ ବଲାଙ୍ଗୀର ଅତିରିକ୍ତ ଜିଲ୍ଲାପାଳ ଡ଼ଃ ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା l ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତା ୨୭ ନଭେମ୍ବର ରୁ ୩୦ ନଭେମ୍ବର ପର୍ଯ୍ୟନ୍ତ ବଲାଙ୍ଗିର ଠାରେ ଅନୁଷ୍ଠିତ ହେବାକୁ ଯାଉଅଛି । ଏହି ପ୍ରତିଯୋଗିତାରେ ଫୁଟବଲ୍ ପାଇଁ ୫୩୬, ଫେନସିଂ ପାଇଁ ୭୪ ଏବଂ ଥାଙ୍ଗ୍ ଟା ପାଇଁ ୩୭ ଜଣ ଏବଂ ୨୫୦ ଜଣ ବୈଷୟିକ ଅଧିକାରୀ ସମେତ ପ୍ରାୟ ୮୯୭ ଜଣ ଅଂଶଗ୍ରହଣ କରିବେ। ଏହି ପ୍ରତିଯୋଗିତା ବିଭିନ୍ନ ଖେଳ ପଡ଼ିଆରେ ଅନୁଷ୍ଠିତ ହେବ, ଫୁଟବଲ ପାଇଁ ଗାନ୍ଧୀ ଷ୍ଟାଡିୟମ,  ଆର.ଏନ. ସିଂହଦେଓ ସ୍ପୋର୍ଟ୍ସ କମ୍ପ୍ଲେକ୍ସ, ପୃଥିରାଜ ଉଚ୍ଚ ବିଦ୍ୟାଳୟ  ଖେଳପଡ଼ିଆ, ଟାଉନ୍  ସରକାରୀ ହାଇସ୍କୁଲ ଖେଳପଡ଼ିଆ ଏବଂ ମିଶନ ଖେଳପଡ଼ିଆ, ସାଇଟ୍ ଖେଳପଡ଼ିଆ, ସଦାଇପାଲି, ଖୁଜେନପାଲି ଖେଳପଡ଼ିଆ ଠାରେ  ପ୍ରତିଯୋଗିତା ଗୁଡ଼ିକ

ଅନୁଷ୍ଠିତ ହେବ । ସେହିପରି ଫେନସିଂ ଏବଂ ଥାଙ୍ଗ୍ ଟା ପାଇଁ ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ, ବଲାଙ୍ଗୀର ଆୟୋଜନ ହେବ ।ଉଦଘାଟନୀ ସମାରୋହ ୨୭.୧୧.୨୦୨୫ (ଗୁରୁବାର) ଅପରାହ୍ନ ୦୩.୦୦ ଟାରେ ବଲାଙ୍ଗିରର ଗାନ୍ଧୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ, ୨୯.୧୧.୨୦୨୫ ଅପରାହ୍ନ ୦୫.୦୦ ଟାରେ ବଲାଙ୍ଗୀରର ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟରେ ଫେନସିଂ ଏବଂ ଥାଙ୍ଗ୍ ଟା ପାଇଁ ସମାପନ ଉତ୍ସବ ଏବଂ ୩୦.୧୧.୨୦୨୫ ଅପରାହ୍ନ ୧୨.୩୦ ଟାରେ ବଲାଙ୍ଗୀରର ଗାନ୍ଧୀ ଷ୍ଟାଡିୟମରେ ଫୁଟବଲ୍ ପାଇଁ ସମାପନ ଉତ୍ସବ ଅନୁଷ୍ଠିତ ହେବ।
ଏହି  ସମ୍ମିଳନୀରେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ ପାତ୍ର, ପୌର ପରିଷଦ, କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ ବେହେରା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସେବାଶ୍ରୀ ଭୋଇ ତଥା ସମସ୍ତ ଜିଲ୍ଲା ସ୍ତରୀୟ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like