-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||     

HOME   ଜିଲ୍ଲା

ସୌମ୍ୟରଂଜନ ପାତ୍ର ଘଣ୍ଟାପଡ଼ା ନୂତନ ଥାନାଧିକାରୀ

26-Nov-2025



କଣ୍ଟାମାଳ(ଜୟକୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ା ଥାନାରେ ନୂତନ ଥାନାଧିକାରୀ ଭାବେ ଯୋଗଦେଲେ ଏସ୍‌ଆଇ ସୌମ୍ୟରଂଜନ ପାତ୍ର । ସେ ପୂର୍ବରୁ ମନମୁଣ୍ଡା ଥାନାରେ କାର୍ଯ୍ୟରତଥିଲେ। ଶ୍ରୀ ପାତ୍ର ମଙ୍ଗଳବାର ସଂଧ୍ୟାରେ ଘଣ୍ଟାପଡା ଥାନା ଭାରପ୍ରାପ୍ତ ଥାନାଧିକାରୀ ଏସ୍‌ଆଇ ମାଧବ ଚନ୍ଦ୍ର ଟାକ୍ରିଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ। ନୂତନ ଥାନାଧିକାରୀ ଭାବେ ଦାୟିତ୍ୱ ଗ୍ରହଣ ପରେ ନିଜ ପ୍ରତିକ୍ରିୟାରେ ଅଞ୍ଚଳର ଜନସାଧାରଣଙ୍କ ସୁରକ୍ଷା, ଟ୍ରାଫିକ ସମସ୍ୟା, ଅସାମାଜିକ କାର୍ଯ୍ୟକଳାପ ପ୍ରତି ଦୃଷ୍ଟି ଦେବା ଉପରେ ଗୁରୁତ୍ଵ ରହିବ ବୋଲି ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ପ୍ରକାଶଯୋଗ୍ୟ ପୂର୍ବରୁ ଶ୍ରୀ ଟାକ୍ରିଙ୍କର  କଣ୍ଟାମାଳ ଥାନାକୁ ବଦଳି ହୋଇଥିଲେହେଁ ପରବର୍ତ୍ତୀ ସମୟରେ ପୁନଃ ତାଙ୍କୁ ଘଣ୍ଟାପଡା ଥାନାକୁ ଓ ଘଣ୍ଟାପଡା ଏସ୍‌ଆଇ ବିଶ୍ଵାମିତ୍ର ଲୋଇଙ୍କୁ ବୌଦ୍ଧ ଆଦର୍ଶ ଥାନାକୁ ବଦଳି କରାଯାଇଥିବା ପୋଲିସ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like