-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||     

HOME   ଜିଲ୍ଲା

ଭଗ୍ନାବସ୍ଥା କଲ୍ୟାଣ ମଣ୍ଡପରେ ବରଯାତ୍ରୀ ଦଳ

26-Nov-2025



ବଲାଙ୍ଗିର(ପ୍ରେରଣା ଖବର):  ବଲାଙ୍ଗିର ଲୋକନାଥ ମନ୍ଦିର ପାର୍ଶ୍ଵରେ ଥିବା କଲ୍ୟାଣ ମଣ୍ଡପ ଭଙ୍ଗାବସ୍ଥାରେ ପ୍ରାୟ ୧୦ ବର୍ଷ ହେବ ପଡ଼ି ରହିଛି। ଆଜି ତା.୨୬.୧୧.୨୦୨୫ ରାତ୍ର ୮ଘଣ୍ଟା ସମୟରେ ହଠାତ୍ ଲାଇଟ୍ ଜଳୁଥିବା ଏବଂ କିଛି ଲୋକ ସେଠାରେ ଠୁଳ ହୋଇଥିବା ଦେଖିବାକୁ ମିଳିଥିଲା।ସେଠାରେ ଥିବା ଜଗୁଆଳିକୁ ପଚାରିବାରୁ ବରଯାତ୍ରୀ ଦଳକୁ ରହିବା ପାଇଁ ଦିଆଯାଇଛି ବୋଲି କହିଥିଲେ। ଭଗ୍ନାବସ୍ଥାରେ ଥିବା ଏହି କଲ୍ୟାଣ ମଣ୍ଡପ ବ୍ୟବହାର ଉପଯୋଗୀ ନ ଥିବା ବେଳେ କିଏ କେଉଁ କାରଣରୁ କେତେ ଟଙ୍କାରେ ଏହି ସ୍ଥାନ ଭଡ଼ାରେ କାହାର ଆଦେଶ ବଳରେ ଦେଲେ ତଦନ୍ତ ସାପେକ୍ଷ। ଉପରୋକ୍ତ ବିଷୟ କୁ ନେଇ ବଲାଙ୍ଗିର ଉପଜିଲ୍ଲାପାଳଙ୍କୁ 

ପଚାରିବାରୁ,ଏହି କଲ୍ୟାଣ ମଣ୍ଡପ ନୂତନ ଭାବେ ନିର୍ମାଣ ପାଇଁ ଯୋଜନା ଅଛି।କାହିଁକି ବରଯାତ୍ରୀ ଦଳକୁ ଦିଆଗଲା ପଚାରି ବୁଝୁଛି ବୋଲି କହିଥିଲେ।ତେବେ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଥିବା କଲ୍ୟାଣ ମଣ୍ଡପରୁ ଆୟ କରିବା ପାଇଁ ଏହାର ତତ୍ତ୍ଵାବଧାନରେ ଥିବା କର୍ମଚାରୀ ପଛାଉ ନାହାନ୍ତି ବୋଲି ଚର୍ଚ୍ଚା ହେଉଛି। ଜରାଜୀର୍ଣ୍ଣ କଲ୍ୟାଣ ମଣ୍ଡପ ଭଡ଼ା ଦେଇ ଲୋକଙ୍କ ଜୀବନକୁ ବିପଦକୁ ଠେଲି ଦେଉଥିବା ପରିଲକ୍ଷିତ ହେଉଛି।କିଛି ଟଙ୍କା ଲୋଭରେ ଏଭଳି କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ଉପରେ ଉଚ୍ଚ କର୍ତୃପକ୍ଷ କିଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି ଦେଖିବାକୁ ବାକି ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026

You Might Also Like