-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||     

HOME   ଜିଲ୍ଲା

ଗୋଡଭଗା ମଣ୍ଡିରେ ୨୯୩୬ ପାକେଟ୍ ଧାନ ପୂରାଇଲେ ଚାଷୀ [ ସରକାର ଙ୍କ ମନମୁଖୀ ମଣ୍ଡି ଖୋଲା ବ୍ୟବସ୍ଥା କୁ ଚାଷୀ ଙ୍କ ଖୋଲା ଚ୍ୟାଲେଞ୍ଜ

26-Nov-2025



ରେଙ୍ଗାଲିକ୍ୟାମ୍ପ(ଆକାଶ ମିଶ୍ର): ଆଗାମୀ ୨୮ ତାରିଖ ଜିଲ୍ଲାର ଧାନ ସଂଗ୍ରହ ହେବାକୁ ଥିବା ବେଳେ ତା’ର ସପ୍ତାହେ ପୂର୍ବରୁ ଗୋଡ଼ଭଗା ମଣ୍ଡିକୁ ଅଣ ସରକାରୀ ଭାବେ ୨ହଜାର ୯୩୬ ପାକେଟ୍ ଧାନ ଚାଷୀ ଆଣିଥିବା ଦେଖିବାକୁ ମିଳିଛି। ଏହା ଛଡ଼ା ଅତାବିରା ମୁଖ୍ୟ ମଣ୍ଡିକୁ ୨ ହଜାର ପାକେଟ୍, ନିୟନ୍ତ୍ରିତ ବଜାର କମିଟି ଅଧିନସ୍ଥ ବିଭିନ୍ନ ମାର୍କେଟ ୟାର୍ଡ, କ୍ରୟକେନ୍ଦ୍ରକୁ ଚାଷୀ ଧାନ ଆଣିଛନ୍ତି। ୨୮ ତାରିଖ ମଣ୍ଡି ଖୋଲିବା ଦିନ ବେଳାକୁ ଆରଏମ୍ସି ସାରା ଲକ୍ଷ ଲକ୍ଷ ବସ୍ତା ଧାନ ପଡ଼ିଯାଇଥିଲା। ଗୋଡ଼ଭଗା, ଅତାବିରା, ଗୌରଟିକ୍ରା ଭଲି ଆଗୁଆ ଚାଷ ହୋଉଥିବା ମଣ୍ଡିଗୁଡ଼ିକରେ ୪୦/୫୦ ହଜାର ପଡ଼ିଯିବାର ଆଶଙ୍କା ରହିଛି। ୨୨ ତାରିଖରୁ ହେବାକୁ ଥିବା ଲଘୁଚାଷ ବର୍ଷା ଯୋଗୁଁ ଚାଷୀମାନେ ଧାନ ଅମଳ କରି ମଣ୍ଡିକୁ ଧାନ ଆଣି ସୁରକ୍ଷିତ ରଖିବା ପାଇଁ ଆପ୍ରାଣ ଉଦ୍ୟମ କରୁଛନ୍ତି। ଗୋଡ଼ଭଗା ମାର୍କେଟ୍ ୟାର୍ଡରେ ଓଡ଼ିଶା ରାଜ୍ୟ କୃଷକ ସଂଗଠନ ପକ୍ଷରୁ ବିଧିବଦ୍ଧ ଭାବେ ଅନୁକୂଳ କରାଯାଇଛି। ପାଖାପାଖି ୨୨ ଜଣ ଚାଷୀ ଟ୍ରାକ୍ଟର-ଟ୍ରଲିରେ ଧାନ ଆଣି ଥିଲେ। କୃଷକ ସଂଗଠନର ବ୍ଳକ ସଭାପତି ବୀରେନ୍ଦ୍ର କର ପକ୍ଷରୁ ଧାନ ଆଣିଥିବା କୁଜାପାଲି ଗ୍ରାମର ଟିକେଶ୍ଵର ସାହୁ, ନୂଆଁଖଇରପାଲିର ଭି ପାପା ରାଓଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଆସନ୍ତା କାଲିଠାରୁ ସମସ୍ତ ମଣ୍ଡିରେ ବହୁ ପରିମାଣରେ ଧାନ ଚାଷୀମାନେ ଆଣିବାର ସମ୍ଭାବନା ରହିଛି। ଧାନ ସଂଗ୍ରହ ପାଇଁ ପ୍ରଶାସନ ଉପଯୁକ୍ତ ଦିନ ଆରମ୍ଭ ନ କରି ନିଜ ମନଇଚ୍ଛା ମଣ୍ଡି ଖୋଲା ଦିନ ଧାର୍ଯ୍ୟକୁ ଚାଷୀମାନେ ପ୍ରତ୍ୟାକ୍ଷାନ କରି ଏକ ପ୍ରକାର ଖୋଲା ଚାଲେଜ୍ ଦେଇ ମଣ୍ଡିରେ ଧାନ ପକାଇଛନ୍ତି। ଆଗକୁ ମଣ୍ଡିରେ ପଡ଼ି ଥିବା ଧାନକୁ ପ୍ରଶାସନ କିଣିବ ତାହା ପ୍ରଶାସନ ପାଇଁ ବଡ଼ ଚାଲେଜ୍ ହେବ ବୋଲି ଆଶଙ୍କା କରାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026

You Might Also Like