-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||     

HOME   ଜିଲ୍ଲା

ଚର୍ଚ୍ଚାରେ ଡାବୁଗାଁ ବିଧାୟକ ମୋନହର ରନ୍ଧାରୀ। ନୂତନ ନାଟ ଉଦଘାଟନ ଉତ୍ସବରେ ଗୀତ ଗାଈ

27-Nov-2025



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର,)
ଡାବୁଗାଁ ବ୍ଲକ ବର୍କିଗୁଡା ଗ୍ରାମରେ ନୂତନ ନାଟ ଶୁଭ ଉଦଘାଟନ ଉତ୍ସବ ରେ  ଯୋଗଦେଇ ନାଟକୁ ନଡ଼ିଆ ଭାଙ୍ଗି ଶୁଭ ଆରମ୍ଭ କରିଥିଲେ ଡାବୁଗାଁ ବିଧାୟକ ଶ୍ରୀ ରନ୍ଧାରୀ ଏବଂ ନାଟ ମଞ୍ଚ ଉପରେ ଗୀତ ଗାଈ ଚର୍ଚ୍ଚାରେ ଆମ ଲୋକପ୍ରିୟ ବିଧାୟକ ମୋନାହର ରନ୍ଧାରୀ। ସେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି ତାଙ୍କ କାମପାଇଁ କେତେବେଳେ କମ୍ବଳ ବାଣ୍ଟି, କେତେବେଳେ ଜାରି ବାନ୍ତି ତ କେତେବେଳେ ଦା ବା ଇଲା ବାଣ୍ଟି। ଖାଲି ସେତିକି ନୁହଁ ଧାନ ଲଗାଇବଠୁ ଆରମ୍ଭ କରି ଭାରା ବହିବା ପର୍ଯ୍ୟନ୍ତ ସବୁବେଳେ ଚର୍ଚ୍ଚାରେ ରୁହନ୍ତି। ଦଲଗତ ନିର୍ବିଶେଷରେ ସମସ୍ତଙ୍କ ସହ ତାଙ୍କର ସୁସମ୍ପର୍କ। ଡାବୁଗାଁ ନିର୍ବାଚନ ମଣ୍ଡଳୀର ଜନତାଙ୍କ ସୁଖ ଦୁଃଖରେ ସବୁବେଳେ ସାହାଯ୍ୟର ହାତ ବଡାଈବା ତାଙ୍କୁ ଲକପ୍ରିୟ କରିଛି। ଏକ ପଦର କହିବା କୁ ଗଲେ ବିଧାୟକ ହେବେତ ଡାବୁଗାଁ ବିଧାୟକ ଶ୍ରୀ ମୋନହର ରନ୍ଧାରୀ ଭଳି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026

You Might Also Like