-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||     

HOME   ଜିଲ୍ଲା

ପୁଇଁନ୍ତଲା ବ୍ଲକସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ

27-Nov-2025



ବଲାଙ୍ଗିର(ପ୍ରେରଣା ଖବର): ପୁଇଁନ୍ତଲା ବ୍ଲକସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ରାମଜୀ ହାଇସ୍କୁଲ କୁରୁଲ ଠାରେ ଆୟୋଜିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଆନନ୍ଦ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପୁଇଁନ୍ତଲା ବ୍ଲକ ଶିକ୍ଷା ଅଧିକାରୀ ରତ୍ନମୟୀ ପୁରୋହିତ ଉଦ୍‌ଘାଟନ କରିଥିଲେ । ପୂର୍ବତନ ପ୍ରଧାନ ଶିକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା, ବ୍ଲକ ଆବାହକ ଗିରିଜା ବାଙ୍କି, ବ୍ଲକ ସଂଯୋଜକ ଜୟକୃଷ୍ଣ ନାଏକ, ପରିଚାଳନା କମିଟି ସଭାପତି ସୁଦାମ ପଟେଲ ସମ୍ମାନିତ ଅତିଥି ରୂପେ

ମଂଚାସିନ ଥିଲେ । ବ୍ଲକର ଉଚ୍ଚ ବିଦ୍ୟାଳୟ ଓ ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରୁ ୨୦୨ ଟି ପ୍ରକଳ୍ପ ପ୍ରଦର୍ଶନ ହୋଇଥିଲା । ଅପରାହ୍ନରେ ବିଇଓ ରତ୍ନମୟୀ ପୁରୋହିତ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଯାପନୀ ସଭାରେ ପୁଇଁନ୍ତଲା ବ୍ଲକ ଅଧ୍ୟକ୍ଷ ସରୋଜ ପଧାନ ମୁଖ୍ୟ ଅତିଥି, ଓଏଭି ମହିମୁଣ୍ଡା ଅଧ୍ୟକ୍ଷ ଅଶୋକ ଖଟୁଆ ମୁଖ୍ୟବକ୍ତା, ଏବିଇଓ ଲଛମନ ପଧାନ, ସରପଂଚ ଅନିତା ସେଟ୍‌, ସମିତି ସଭ୍ୟ ଯଶୋବନ୍ତୀ ସେଠ, ପ୍ରକୃତିବନ୍ଧୁ ପୂର୍ବତନ ଶିକ୍ଷକ ଦିଗାମ୍ବର ନାଏକ ପ୍ରମୁଖ ସମ୍ମାନିତ ଅତିଥି ରୂପେ ଯୋଗଦାନ କରି ପୁରସ୍କାର ବିତରଣ କରିଥିଲେ । ତାରାକାନ୍ତ ମିଶ୍ର, ସୁଧାନିଧି ମିଶ୍ର, ରାଜ କିଶୋର ମିଶ୍ର, ସୁବ୍ରତ ବାବୁ, ସନ୍ତୋଷିନୀ ସାହୁ ଓ ସୌରେନ୍ଦ୍ରି ପରିଡା ବିଚାରକ ଭାବେ ଯୋଗଦାନ କରି ପ୍ରକଳ୍ପ ଗୁଡିକର ମୁଲ୍ୟାୟନ କରିଥିଲେ । ବିଭିନ୍ନ ଉପ ବିଷୟବସ୍ତୁରୁ ଦୁର୍ଗାପାଲି ଉଚ୍ଚ ବିଦ୍ୟାଳୟର ଛାତ୍ର ସୁଗ୍ୟାନ ପଟେଲ, ମହିମୁଣ୍ଡା ଉଚ୍ଚ ବିଦ୍ୟାଳୟର ଶିବ ନାରାୟଣ ସେଲମା, ପର୍ଥଲ୍ଲା ଉଚ୍ଚ ବିଦ୍ୟାଳୟର ରାଜଲକ୍ଷ୍ମୀ ମେଶ୍ୱା, ବହଲପଦର ଉଚ୍ଚ ବିଦ୍ୟାଳୟର କ୍ରିଷ୍ଣକାନ୍ତ ନାଗ, ବୁବେଲ ଉଚ୍ଚ ବିଦ୍ୟାଳୟର ହିତେଶ ସାଏ ଓ କୁରୁଲ ଉଚ୍ଚ ବିଦ୍ୟାଳୟର

ଅର୍ଚ୍ଚିତା ବିଶ୍ୱାଲ ଙ୍କ ପ୍ରକଳ୍ପ ଶ୍ରେଷ୍ଠ ବିବେଚିତ ହୋଇ ଆଗାମୀ ଜିଲ୍ଲା ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ରେ ଯୋଗଦାନ କରିବେ । କାର୍ଯ୍ୟକ୍ରମକୁ କୁରୁଲ ର ପୂର୍ବତନ ଶିକ୍ଷକ ପ୍ରମୋଦ ହୋତା, ବାସନ୍ତୀ ସାହୁ, ଦଧିବାବନ ବାଗ, ରଞ୍ଜୁ ପଟେଲ, ସବୁ ନାଗ, ଶୁକଦେବ ପଟେଲ, ରଘୁନାଥ ପଟେଲ, ନକୁଳ ନାଏକ ସହଯୋଗ କରିଥିଲେ । ଜୟକୃଷ୍ଣ ନାଏକ ବିବରଣୀ ପଠନ କରିଥିବା ବେଳେ ନାରାୟଣ ମିଶ୍ର ମଂଚ ସଂଯୋଜନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026

You Might Also Like