-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ଜିଲ୍ଲା

୬୯ତମ ରାଜ୍ୟସ୍ତରୀୟ ସ୍କୁଲ ସମୂହ ଫୁଟବଲ,ଫେନସିଂ ଓ ଥାଙ୍ଗ ଟା ପ୍ରତିଯୋଗିତା ଉଦଘାଟିତ

27-Nov-2025



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମଠାରେ ୬୯ତମ ରାଜ୍ୟସ୍ତରୀୟ ସ୍କୁଲ ସମୂହ ଫୁଟବଲ,ଫେନସିଂ ଓ ଥାଙ୍ଗ ଟା ରାଜ୍ୟସ୍ତରୀୟ ପ୍ରତିଯୋଗିତା ଉଦ‌ଘାଟିତ ହୋଇ ଯାଇଛି lବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶିବାଜୀ ଇଶଲୱାରଙ୍କ ସଭାପତିତ୍ବ ରେ ଆୟୋଜିତ ଉଦଘାଟନୀ ସଭାରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗୀର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ,ସମ୍ମାନୀତ ଅତିଥି ଭାବେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ,ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗ,ସହକାରୀ ନିର୍ଦ୍ଦେଶକ (ଶାରୀରିକ ଶିକ୍ଷା) ଜ୍ୟୋତିପ୍ରସାଦ ପରିଡ଼ା, ବଲାଙ୍ଗୀର ଜିଲ୍ଲା କ୍ରୀଡ଼ା ସଂସଦ କାର୍ଯ୍ୟକାରୀ ସଭାପତି ଡ.ଶ୍ରୀକର ମିଶ୍ର,ବଲାଙ୍ଗୀର ଜିଲ୍ଲା କ୍ରୀଡ଼ା ସଂସଦ ସାଧାରଣ ସମ୍ପାଦକ ହରିନାରାୟଣ ପୂଝାରୀ,ବଲାଙ୍ଗୀର ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ସେଠୀ, ରାଜ୍ୟ ଫେନସିଂ ସଂଘ ଯୁଗ୍ମ ସଂପାଦକ ସୁମିତ କୁମାର ପୁରୋହିତ,ବଲାଙ୍ଗୀର ଅତିରିକ୍ତ ଆରକ୍ଷୀ ଅଧିକାରୀ ଗୁଣନିଧି ମଲ୍ଲିକ,ଟିଟିଲାଗଡ଼ ଡିଏଭି ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଶିବ ପ୍ରସାଦ ବେହେରା, ପ୍ରତିଯୋଗିତାର ପର୍ଯ୍ୟବେକ୍ଷକ ଦୁର୍ଯ୍ୟୋଧନ ରାଉତ ପ୍ରମୁଖ ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିବା ସହ ଖେଳାଳି ମାନଙ୍କ ଖେଳୁଆଡ ମନୋବୃତ୍ତିକୁ ଆଗକୁ ବଢ଼େଇବା ପାଇଁ ପ୍ରେରଣା ଦେଇଥିଲେ। କ୍ରୀଡ଼ା ଶିକ୍ଷକ ହେମନ୍ତ ପ୍ରଧାନ ମଞ୍ଚ ପରିଚାଳନା କରିଥିବା ବେଳେ ଜିଲ୍ଲା ଶାରୀରିକ ଶିକ୍ଷା

ଅଧିକାରୀ ପ୍ରଦୀପ ପାତ୍ର ଧନ୍ୟବାଦ ଦେଇଥିଲେ l ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ମୋଟ ୩୧ଟି ଜିଲ୍ଲାର ୫୫୭ ପ୍ରତିଯୋଗୀ ୪୧ ଜଣ ଟିମ ମ୍ୟାନେଜର ଓ କୋଚ ଏବଂ ୧୦୩ ଜଣ ରାଜ୍ୟ ଖେଳ ପରିଚାଳକ ଓ ୧୯୫ ଜଣ ଜିଲ୍ଲା ଅଫିସିଆଲ ଯୋଗ ଦେଇଛନ୍ତି lଏହି ଉଦଘାଟନୀ ସମାରୋହକୁ ବଲାଙ୍ଗୀର ଅତିରିକ୍ତ ଶିକ୍ଷା ଅଧିକାରୀ ପ୍ରବୀର ପଣ୍ଡା,ରୀନା କୁମାରୀ ବେହେରା,ସେବାଶ୍ରୀ ଭୋଇ ପ୍ରମୁଖଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲାର ସମସ୍ତ ବ୍ଲକର ବିଇଓ, ପ୍ରଧାନ ଶିକ୍ଷକ ଓ ଜିଲ୍ଲାର ସମସ୍ତ କ୍ରୀଡ଼ା ଶିକ୍ଷକ,ଶିକ୍ଷୟିତ୍ରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like