-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କୁଇଜ୍ ପ୍ରତିଯୋଗିତା

27-Nov-2025



ଲୋଇସିଂହା, (ବିନୋଦ ଦୀପ) ଗତ ନଭେମ୍ବର ୨୫ ଓ ୨୬ ଦୁଇ ଦିନ ଧରି ସ୍ଥାନୀୟ ହରେକୃଷ୍ଣ ମହତାବ ଉଚ୍ଚ ବିଦ୍ୟାଳୟ ଲୋଇସିଂହା ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅନ୍ତର୍ଗତ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ପ୍ରଥମ ଦିନ ତୃତୀୟ ରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଏବଂ ଦ୍ଵିତୀୟ ଦିନରେ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ ଭାଗ ନେଇଥିଲେ l ସବ୍ ଜୁନିଅର ରୁ ୩ଜଣ, ଜୁନିଅର ରୁ ୩ ଜଣ ଓ ସିନିଅର ବିଭାଗର ୩ ଜଣ ଛାତ୍ରଛାତ୍ରୀଙ୍କୁ ଟ୍ରଫି ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା l ଉଦ୍ଘାଟନୀ ଉତ୍ସବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବସନ୍ତ କୁମାର ଭୋଇ, ବିଜ୍ଞାନ ଆଵାହକ ହେମନ୍ତ କୁମାର ବାରିକ, ପର୍ଶୁରାମ ସୁନା , ବିଜ୍ଞାନ ସଂଯୋଜକ ବିଷ୍ଣୁ ପ୍ରସାଦ ମିଶ୍ର, କରୁଣାକର ପଟେଲ, ପ୍ରଧାନ ଶିକ୍ଷକ ଉଦ୍ଧବ ପଟେଲ , ବ୍ଲକ ର ସମସ୍ତ ସିଆରସିସି , ଏକାଉଣ୍ଟାଣ୍ଟ୍ ସୁପ୍ରଭା ପଟ୍ଟନାୟକ ଯୋଗ ଦେଇଥିଲେ। ଶିକ୍ଷକ ଗୋବିନ୍ଦ ବେହେରା,ଅମ୍ବୁଜ କୁମାର ହୋତା, ସୁଦାମ ପଧାନ, ସତ୍ୟନାରାୟଣ ପଧାନ, ବୈକୁଣ୍ଠ ପଧାନ, ଚିନ୍ତାମଣି ବାରିକ, ପ୍ରେମରାଜ କୁମ୍ଭାର,ସାଗର ନାଗ୍, ଶଶାଙ୍କ ସାହୁ, ଅମ୍ବରୀଶ ଭୋଇ, ସର୍ଜନ ନେଗୀ, ବିନୋଦିନୀ ଧରୁଆ , ମୂଲ୍ୟାୟନ କାର୍ଯ୍ୟ ତୁଲାଇଥିଲେ l ପ୍ରଥମ ଦିନ ୧୩୫ ଓ  ଦ୍ଵିତୀୟ ଦିନ ୧୧୭ ଜଣ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ। ସିନିଅର ବିଭାଗର ଆୟୁଷ ରଣା ହରେକୃଷ୍ଣ ମହତାବ ଉଚ୍ଚ ବିଦ୍ୟାଳୟ, କିରଣ ହରପାଲ ବାଳିକା ଉଚ୍ଚ ବିଦ୍ୟାଳୟ ଲୋଇସିଂହା, ରାଜକୁମାର ବିଶ୍ୱାଳ ହରିହର ଉଚ୍ଚ ବିଦ୍ୟାଳୟ ଯୋଗୀସରଡା,  ଜୁନିଅର ବିଭାଗର ଲିସା ମହାରଣା ସରଗାଡ୍ ଉଚ୍ଚ ବିଦ୍ୟାଳୟ, ଲିପି ମଲ୍ଲିକ ଗୋପାଳପୁର ଉପ୍ରା ବିଦ୍ୟାଳୟ, ଲିଜା ଭୋଇ ଉପରବାହାଲ ଉଚ୍ଚ ବିଦ୍ୟାଳୟ, ସବ୍ ଜୁନିଅର ବିଭାଗର ପାର୍ଥସାରଥୀ ଭୋଇ ବାଗ୍ ଡୁଙ୍ଗୁରି ପ୍ରାଥମିକ ବିଦ୍ୟାଳୟ, ଲିଜା ସାହୁ, ପନେସରା ପ୍ରାଥମିକ ବିଦ୍ୟାଳୟ, ସୁନିତା ପୁଟେଲ୍ ସରଗାଡ୍ ବାଳିକା ପ୍ରାଥମିକ ବିଦ୍ୟାଳୟ ଉକ୍ତ ପ୍ରତିଯୋଗିତା ରେ ବିଜୟୀ ହୋଇ ପୁରସ୍କୃତ ହୋଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like