-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ବାଗବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତ ବାର୍ଷିକ ଉତ୍ସବ ପାଇଁ ଓଡ଼ିଶା ମହାମହିମ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଗ୍ରାମବାସୀ

27-Nov-2025



ବରପାଲି (ସୁଦାମ ଦୀପ)
ବରଗଡ ଜିଲ୍ଲା ବାଗବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତ ବାର୍ଷିକ ଉତ୍ସବ ପାଳନ ପାଇଁ ଗ୍ରାମବାସୀ ଓ ପୁରାତନ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ବ୍ଯାପକ ପ୍ରସ୍ତୁତ କରା ଯାଉଥିବା ଜଣାଯାଇଛି । ଆସନ୍ତା ଡିସେମ୍ବର ୧୨ ତାରିଖ ରୁ ୧୫ ତାରିଖ ୪ ଦିନ ବ୍ଯାପୀ ବିଦ୍ୟାଳୟ ଶତ ବାର୍ଷିକ ଉତ୍ସବ ପାଳନ କମିଟିର ସଭାପତି ଶ୍ରୀ ପ୍ରମୋଦ କୁମାର ସାହୁ,ଉପ ସଭାପତି ଶ୍ରୀ ପାଣ୍ଡବ ସାହୁ,ସଂପାଦକ ଶ୍ରୀ ଉଦୟ ଶଙ୍କର ନାୟକଙ୍କ ସମେତ କମିଟି ସଦସ୍ଯ ସର୍ବଶ୍ରୀ ଟେକରାଜ ମେହେର,ଗୋବିନ୍ଦ ସାହୁ,ଗୋକୁଳ ବୁଡେକ,ବ୍ରଜ କିଶୋର ମେହେର,ମୁକେଶ ବେହେରା,ରଜତ ବେହେରା,ଅମ୍ବଲ୍ଯ କୁମାର ଦାସ,ଶିବ ସେଠ,ଅକ୍ଷୟ ମେହେର ସମସ୍ତେ ଭୁବନେଶ୍ବର କୁ ଯାଇ ରାଜ ଭବନରେ ମହାମହିମ ରାଜ୍ୟପାଳ ଓ ଲୋକ ସେବା ଭବନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ବିଦ୍ୟାଳୟର ଶତ ବାର୍ଷିକ ଉତ୍ସବରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି । ଏତଦବ୍ୟତୀତ ଲୋକ ସେବା ଭବନରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କେ ଭି ସିଂ ଦେଓ,ରାଜସ୍ବ ଓ ବିପର୍ଯ୍ଯ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ,ସ୍କୁଲ ଓ ଗଣ ଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀ ନିତ୍ଯାନନ୍ଦ ଗଣ୍ତ,ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଡା ମୁକେଶ ମହାଲିଙ୍ଗ,ରାଜ୍ଯ ମୁଖ୍ଯ ଶାସନ ସଚିବ, ସ୍କୁଲ ଓ ଗଣ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଙ୍କୁ ମଧ୍ଯ କମିଟିର ସଦସ୍ଯ ମାନେ ସାକ୍ଷାତ କରି ଗାଁ ସ୍କୁଲର ଶତ ବାର୍ଷିକ ଉତ୍ସବରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି । ବାଗବାଡି ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟ ଶତ ବାର୍ଷିକ କମିଟିର ସଦସ୍ଯ ମାନଙ୍କ ସହ ବରଗଡ ଲୋକସଭା ସଦସ୍ଯ ଶ୍ରୀ ପ୍ରଦୀପ ପୁରୋହିତ ମଧ୍ଯ ସାମିଲ ଥିଲେ ।ଏହି ବିଦ୍ୟାଳୟର ଶହେ ବର୍ଷ ଉତ୍ସବ ପାଇଁ ଗ୍ରାମବାସୀ ମାନେ ବ୍ଯାପକ ଭାବେ ପ୍ରସ୍ତୁତି ଚଲାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like