-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ପୈ।ରାଞ୍ଚଳ ରେ ଆବାସ ଘର ବାଣ୍ଟିଲେ ଜିଲ୍ଲାପାଳ*-

27-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ପୌରପରିଷଦ ପକ୍ଷରୁ ଗୃହ ନିର୍ମାଣ ଓ  ନଗର ଉନ୍ନୟନ ବିଭାଗ ତରଫରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରୀ) ଗୃହ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ପୌରପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ରୁଷି ମାଝୀ ଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ  ମୂଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଡ଼.ନୃପରାଜ ସାହୁ ଯୋଗଦେଇ ହିତାଧିକାରୀ ଙ୍କୁ ଗୃହ ନିର୍ମାଣ ର କାର୍ଯ୍ୟାଦେଶ ପ୍ରଦାନ କରିଥିଲେ। ସମ୍ମାନିତ ଅତିଥି ଭାବରେ ପୌରପରିଷଦ ର ଅଧ୍ୟକ୍ଷା ତାମସି ତାମସ୍ମିତା  ନାୟକ  ଉପାଧ୍ୟକ୍ଷା ମଲ୍ଲିକା ଦାନୀ ଓ ସମସ୍ତ ୱ।ର୍ଡ ର କାଉନସିଲର ଯୋଗଦେଇଥିଲେ। ମୋଟ ୯୭ ଜଣ ହିତାଧିକାରୀ ଙ୍କ ମଧ୍ୟରୁ ଆଜି ୬୮ଜଣଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଗୃହ କାର୍ଯ୍ୟାଦେଶ  ବଣ୍ଟନ କରାଯାଇଛି। ଆଗକୁ ଯେଉଁ ମାନେ ଆବାସ ଗୃହ ପାଇଁ ଚାହିଁବେ ସେମାନେ ଅନଲାଇନ ରେ ଆବେଦନ କରିପାରିବେ ବୋଲି ନିର୍ବାହୀ ଅଧିକାରୀ ସୂଚନା ଦେଇଥିବାବେଳେ ଆଜିର ଏହି କାର୍ଯ୍ୟକ୍ରମରେ ପୌରପରିଷଦ ର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like