-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ସ୍ବର୍ଗତ ଜଗନ୍ନାଥଙ୍କ ସରଳତା ଓ ନମ୍ରତା ଗୁଣ ସବୁଦିନ ପାଇଁ ମନେରହିବ l

28-Nov-2025



ସିନାପାଲି ( ଚିନ୍ତାମଣି ନେତାମ ) ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଖରସେଲ ଗ୍ରାମପଂଚାୟତ ପରିସର ଭୁକ୍ତ ରାଣୀଡ଼ଙ୍ଗରି ଗ୍ରାମର ଜନ୍ମିତ ଶିକ୍ଷକ ସ୍ବର୍ଗତ ଜଗନ୍ନାଥ ନାଗଙ୍କ ଦଶାହ କର୍ମ ଦିବସରେ ତାଙ୍କ ସ୍ମୃତିରେ ଏକ ସ୍ମୃତିସଭା ତାଙ୍କ ପୁତ୍ର ଶ୍ରୀମାନ ସୌରଭ ନାଗଙ୍କ ବାସଭବନରେ ଅନୁଷ୍ଠିତ ହୋଇଯାଇଛି l  ଶିକ୍ଷାବିତ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀରଙ୍କ ସଭାପତିତ୍ୱ ରେ ଆୟୋଜିତ ସଭାରେ ବରିଷ୍ଠ ଗାୟତ୍ରୀପରିଜନ ଶ୍ରୀଯୁକ୍ତ ଜୟରାମ ଜାଲ, କ୍ଷମା ଧର ନିଆଲ,ସମାଜ ସେବୀ ଲଛମନ ବଞ୍ଜରା,ଟିମନପୁର ଉଚ୍ଚ ବିଦ୍ୟାଳୟ ର ପୂର୍ବତନ ପ୍ରଧାନ ଶିକ୍ଷକ ରାଜାରାମ କଟା,ଶିକ୍ଷକ ଅଶୋକ ସା,ନୂଆପଡା ଜିଲ୍ଲା ଯାଦବ ସମାଜର ସହ ସମ୍ପାଦକ ଵିଷ୍ଣୁପତି ବାଗ,ଦିଗାମ୍ବର ବାଗ, କୁମ୍ଭ ବାଗ, ଲଛମନ କାଣ୍ଡ,ଲକ୍ଷ୍ମଣ ପୋଡ଼ ପ୍ରମୁଖ ଅତିଥି ଯୋଗ ଦେଇ ସ୍ବର୍ଗତ ଶିକ୍ଷକ ଜଗନ୍ନାଥ ନାଗ ଙ୍କ ସରଳତା, ନମ୍ରତା,ଭକ୍ତି ପରାୟଣା,ଛାତ୍ର ବତ୍ସଳତା,ଗୁଣ ଓ ନିରହଂକାର ଆଦି ଗୁଣର ସ୍ମୃତି ଚାରଣ କରିବା ସହ ଶୋକସନ୍ତପ ପରିବାରଙ୍କୁ ସମବେଦନା ଜଣାଇଥିଲେ l ସଭା ପ୍ରାରମ୍ଭରେ ସ୍ବର୍ଗତ ନାଗଙ୍କ ଫଟୋ ଚିତ୍ର ଉପରେ ବନ୍ଧୁ ବାନ୍ଧବ ଗଣ ଦ୍ୱାରା ମାଲ୍ୟାର୍ପଣ ଏବଂ ସିନ୍ଦୁର,ଚନ୍ଦନ ଦୀପ ଲଗାଇ ସମ୍ମାନ ଦେବା ସହ ଏକ ମିନିଟ ପାଇଁ ତାଙ୍କ ଆତ୍ମାର ଶାନ୍ତି ଓ ସଦଗତି କାମନାକରି ନିରବ ପ୍ରାର୍ଥନା କରାଯାଇଥିଲା  l ଏହି ସଭାରେ ଟିମନପୁର  ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରଦୀପ ପଣ୍ଡା,ନୀଳାଦ୍ରି ବିହାରୀ ସୁପକାର,ଟଙ୍କଧର ବନ୍ଦୀଛୋର,ବନମାଳୀ ବେମାଲ,ଦୈତାରୀ ହଂସ, ତାଙ୍କ ବନ୍ଧୁ ବାନ୍ଧବ,ସଖା ମୈତ୍ର,ଗ୍ରାମର ସାମାଜିକ ବ୍ୟକ୍ତି, ସ୍ବର୍ଗତ ନାଗଙ୍କ ତିନି ଭାଇ ଏକ ମାତ୍ର ପୁତ୍ର ସୌରଭ ଓ ଅନ୍ୟାନ୍ୟ ପରିବାର ବର୍ଗ  ଉପସ୍ଥିତ ଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like