-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ଏନ୍‌. ସି. ସି ଦିବସ ପାଳିତ

28-Nov-2025



ବଲାଙ୍ଗିର(ଦେବାଶିଷ ବହିଦାର): ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗିରର ଜାତୀୟ ସମର ଶିକ୍ଷାର୍ଥୀ  ବାହିନୀଙ୍କ ଦ୍ୱାରା ଏନ୍‌. ସି. ସି ଦିବସ ପାଳିତ ହୋଇଯାଇଛି  I  ମହାବିଦ୍ୟାଳୟରେ ଆୟୋଜିତ ଏହି ଉତ୍ସବରେ  କଲେଜର ଅଧ୍ୟକ୍ଷ ଡ଼ଃ ଅରବିନ୍ଦ କୁମାର ଓଝା, ବିଭୂତି ଭୂଷଣ ସାହୁ,  ସିଟିଓ ମାନସ ରଞ୍ଜନ ଭୋଇ ତଥା ୬୦ଜଣ

ଜଣ  କ୍ୟାଡେଟ ଉପସ୍ଥିତ ରହିଥିଲେ   I   କାର୍ଯ୍ୟକ୍ରମର  ପ୍ରାରମ୍ଭରେ ଅଧ୍ୟକ୍ଷ  ଏନ୍‌. ସି. ସି ପତାକାଉନ୍ମୋଚନ କରିଥିବାବେଳେ କ୍ୟାଡେଟମାନେ  ସମବେତ   ଏନ୍‌. ସି. ସି  ସଙ୍ଗୀତ ଗାନ କରିଥିଲେ  I  ଉକ୍ତ ଦିବସରେ ଶୃଙ୍ଖଳା, ଏକତା

ଏବଂ  ଜାତୀୟ ସେବା ଉଦ୍ଦେଶ୍ୟ ରେ  ସମର୍ପିତ   ସେବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା  I ପରେ କ୍ୟାଡେଟ ମାନଙ୍କ ଦ୍ୱାରା  ନୃତ୍ୟ, ସଙ୍ଗୀତ ପ୍ରଭୃତି କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଥିଲା  I  ଏହି ଉତ୍ସବ କୁ  କ୍ୟାଡେଟ ସସ୍ମିତା ନାଗ ସଂଯୋଜନା କରିଥିବାବେଳେ  କ୍ୟାଡେଟ ଅର୍ପିତା ରାଉତ ଧନ୍ୟବାଦ ଅର୍ପଣ କରିଥିଲେ  I


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like