-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ସାଂସଦ ଖେଳ ମହୋତ୍ସବ ଉଦଘାଟିତ

28-Nov-2025



କଣ୍ଟାମାଳ(ଜୟକୁମାର ମହାରଣା): କଣ୍ଟାମାଳ ବ୍ଲକ ର ସ୍ଥାନୀୟ ହାଇସ୍କୁଲ ପଡିଆ, ପଞ୍ଚାୟତ କଲେଜ ପଡିଆ ଓ ଋଣ୍ଡିମହୁଲ ପଞ୍ଚାୟତ ର ବାଲିଜୋରୀ ପଡିଆ  ଠାରେ ଆଜି ବ୍ଲକସ୍ତରୀୟ ସାଂସଦ ଖେଳ ମହୋତ୍ସବ ଉଦଘାଟିତ ହୋଇ ଯାଇଛି l  କନ୍ଧମାଳ ଲୋକସଭା ସାଂସଦ ସୁକାନ୍ତ ପାଣିଗ୍ରାହୀ ଙ୍କ ବ୍ଲକ ସାଂସଦ ପ୍ରତିନିଧି ଦୀପକ ବାରିକ ମୁଖ୍ୟ ଉଦଘାଟକ ଓ ବିଜେପିର ସଦସ୍ୟ ତଥା  ଟିଏସି (ଟେଲିକମ ଆଡ଼ଭାଇଜରୀ

କମିଟି) ସଦସ୍ୟ ନବୀନ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗ ଦେଇ ବ୍ଲକର ତିନୋଟି ସ୍ଥାନରେ ଆୟୋଜିତ ଉକ୍ତ ବ୍ଲକସ୍ତରୀୟ କ୍ରୀଡା ଉତ୍ସବର ଶୁଭ ଉଦଘାଟନ କରିଥିଲେ  l ଏଥିରେ ବ୍ଲକ ଜିପିଡିପି ଜ୍ଞାନ ରଞ୍ଜନ ପ୍ରଧାନ, ପିଇଓ ଜୟଦେବ ପ୍ରଧାନ, ଜ୍ଞାନ ରଞ୍ଜନ ମିଶ୍ର, ଗୋକୁଳ ଭୋଇ,ଭୁଲେଶ୍ୱର ନାଗ,ରିଲିପ ନାଏକ, ପୁରନ୍ଦର ଠେଲା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ତୃଣମୂଳ ସ୍ତରରୁ କ୍ରୀଡା ପ୍ରତିଭାକୁ ଚିହ୍ନଟ କରି ସେମାନଙ୍କୁ

ପ୍ରଶିକ୍ଷଣ ଓ ସୁବିଧା ଯୋଗାଇ କ୍ରୀଡା କ୍ଷେତ୍ରରେ ପ୍ରୋତ୍ସାହିତ କରିବା ଏହାର ଲକ୍ଷ୍ୟ ଅଟେ  l  ଯାହା ମାଧ୍ୟମରେ ସେମାନେ ଭବିଷ୍ୟତରେ ରାଷ୍ଟ୍ରୀୟ ଓ ଅନ୍ତର୍ଜାତୀୟ ମଞ୍ଚରେ ଖେଳ କୁଶଳତା ଦେଖାଇ ପାରିବେ ବୋଲି କହିଥିଲେ   l  ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗଦେଇ ମଞ୍ଚାସିନ    ଥିଲେ l   ଏହିଅବସରରେ କ୍ରିକେଟ, ଫୂଟବଲ, ଭଲିବଲ, ବ୍ୟାଡ଼ମିଣ୍ଟନ, ପୁଚି ଖେଳ, ଚେସ ଆଦି ପ୍ରତିଯୋଗିତା ହୋଇଥିଲା  l  ଅନୁଷ୍ଠିତ ଖେଳକୁ ସୁଦାମ ମିଶ୍ର, ମକୁନ୍ଦ ସାହୁ, ପ୍ରଦୀପ ପ୍ରଧାନ,ମହେନ୍ଦ୍ର କୁମାର ସାହୁ, ବିଶ୍ୱଜିତ ପ୍ରଧାନ, ଆଦିନାଥ ଦାସ, ପ୍ରଦୀପ ରାଉତ, ଉମାକାନ୍ତ ପଣ୍ଡା, ପଞ୍ଚାନନ ପ୍ରଧାନ ଆଦି ବିଭିନ୍ନ ବିଦ୍ୟାଳୟ ର ଖେଳ ଶିକ୍ଷକ ଖେଳ ପରିଚାଳନା କରିଥିଲେ  l ଅନ୍ୟମାନଙ୍କ ବିଜେପି ନେତା ଦେବାର୍ଚନ ନାଏକ, ସତ୍ୟ ନାରାୟଣ ମାଝୀ, ମଧୁସୁଧନ ବାଘ (ପିଣ୍ଟୁ), ତୀର୍ଥବାସୀ ରଣା, ଦିଲ୍ଲୀପ ଚୌଆଁନ ସମେତ ଅନ୍ୟ ବିଜେପି କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ   l  ଏଥିରେ କଣ୍ଟାମାଳ ବ୍ଲକର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିବାବେଳେ ବହୁ କ୍ରୀଡ଼ାପ୍ରେମୀ ଉପସ୍ଥିତ ରହି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like