-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||     

HOME   ଜିଲ୍ଲା

ଟିମ ହ୍ୟୁମାନିଟର ମାନବିକତା: ରାସ୍ତାରେ ବୁଲୁଥିବା ମାନସିକ ବିକାରଗସ୍ତକୁ କଲେ ସହାୟତା

31-Jan-2021



କନ୍ଧମାଳ,(ସୁଶିଲ  କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଟିମ ହ୍ୟୁମାନିଟିର ମାନବିକତା। କନ୍ଧମାଳ ଜିଲ୍ଲା ସଦର ମହକୁମା ଫୁଲବାଣୀ ରାଜରାସ୍ତାରେ ବୁଲୁଥିବା ଜଣେ ମାନସିକ ବିକାର ଗ୍ରସ୍ତ ଲୋକକୁ ସହଯୋଗର ହାତ ବଢାଇଥିଲା ଟିମ ହ୍ୟୁମାନିଟି । ରବିବାର ଟିମ ର ସଦସ୍ୟ ମାନେ ଦୀର୍ଘଦିନ ଧରି ସହରରେ ବୁଲୁଥିବା ଏହି ମାନସିକ ବିକାରଗସ୍ତ ବ୍ୟକ୍ତିକୁ ଧରି ତାର ଜଟି ହୋଇ ଥିବା ଚୁଟି କାଟିବା ସହ ତାଙ୍କୁ ସାବୁନ ଲଗାଇ ଗାଧୋଇ ଦେଇଥିଲେ।ଏହା ପରେ ନୂଆ ଡ୍ରେସ ପିନ୍ଧାଇ ଦେଇଥିଲେ। ଖାଦ୍ୟ ମଧ୍ୟ ଖାଇବାକୁ ଦେଇଥିଲେ।ଏଥିରେ ଫୁଲବାଣୀ ଟାଉନ ଥାନା ଅଧିକାରୀ ସୁଶାନ୍ତ କୁମାର ସେଠି ଉପସ୍ଥିତ ରହି ସଂଗୁର୍ଣ୍ଣ ସହଯୋଗ କରିଥିଲେ।
ଟିମ ହ୍ୟୁମାନିଟିର ଏଭଳି କାର୍ଯ୍ୟକୁ ସାଧାରଣରେ  ପ୍ରଶଂସା କରାଯାଇଛି । ପୂର୍ବରୁ ଟିମ ହ୍ୟୁମାନିଟି ଫୁଲବାଣୀ ସହର ସମେତ ସମଗ୍ର କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ  ବହୁ ଜନହିତକର କାର୍ଯ୍ୟମାନ କରିଆସିଛି । କରୋନା ମୁକାବିଲା କରିବାରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପ୍ରଶସିଂତ ହୋଇଥିଲା। ସେହିପରି ବିଭିନ୍ନ ସମୟରେ ରକ୍ତଦାନ ଶିବିର ଆୟୋଜନ କରିବା ସହ ରାସ୍ତା ଦୁର୍ଘଟଣାରେ ଆହତ ଲୋକଙ୍କୁ ସେବା ଯୋଗାଇ ଦେଇ ଅନେକ ଜୀବନରକ୍ଷା କରିଛି। କେବଳ ସେତିକି ନୁହେଁ ଗରିବ ଅସହାୟ ମାନଙ୍କ ମୃତ୍ୟୁ ହେଲେ ଶବ ସତ୍କାର କରିବା ଓ ମୃତଦେହ ଘରକୁ ନେବାଲାଗି ନିଜସ୍ଵ ଆମୁଲାନ୍ସ ସେବା ମଧ୍ୟ ରହିଛି ଟିମ ହ୍ୟୁମାନିଟି। ଅଧିକ ଥିଲେ ଦିଅ ନଥିଲେ ନିଅ ଭଳି ମାଗଣାବସ୍ତ୍ର ବ୍ୟବସ୍ଥା ମଧ୍ୟ ରହିଛି ।ଏ ସବୁ ଜନହିତକର ଓ ସେବାକାର୍ଯ୍ୟପାଇଁ ବିଭିନ୍ନ ସମୟରେ ପୁରସ୍କୃତ ମଧ୍ୟ ହୋଇଛି ଟିମ ହ୍ୟୁମାନିଟି I


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026

You Might Also Like