-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||     

HOME   ଜିଲ୍ଲା

*ବାପା ମାଆ ଛେଉଣ୍ଡ ପିଲାଙ୍କୁ ପରିବାର ଯୋଗାଇ ସମାଜ ର ମୁଖ୍ୟ ସ୍ରୋତ ରେ ସାମିଲ୍ କରାଯାଉ*- *ଜିଲ୍ଲାପାଳ* -

28-Nov-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଓ ଜିଲ୍ଲା ପ୍ରଶାସନ ର ମିଳିତ ସହଯୋଗରେ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ରାଷ୍ଟ୍ରୀୟ ପୌଷ୍ୟ ସନ୍ତାନ ଗ୍ରହଣ ସଚେତନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଡ. ନୃପରାଜ ସାହୁ ଯୋଗଦେଇ ବାପା ମାଆ ଛେଉଣ୍ଡ ପିଲାଙ୍କୁ ଙ୍କୁ ପରିବାର ଯୋଗାଇ ସମାଜ ର ମୁଖ୍ୟ ସ୍ରୋତ ରେ ସାମିଲ୍ କରା ଯାଉ ବୋଲି ମତ ପ୍ରକାଶ କରି ଆଇନ ଗତ  ଭାବରେ ପୋଷ୍ୟ ସନ୍ତାନ ଗ୍ରହଣ କରିବାକୁ  କହିଥିଲେ l ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପଧାନ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଦେବାଶିଷ ଦାସ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରିଣୀ ଅନୁପମା ପଣ୍ଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଜିଲ୍ଲା ଶ୍ରମ ଅଧିକାରୀ ଦିବ୍ୟ ଶଙ୍କର ଧରୁଆ ଯୋଗଦେଇ ମତାମତ ଦେଇଥିଲେ l ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାସ ପୌଷ୍ୟ ସନ୍ତାନ ଗ୍ରହଣ ର ବିଭିନ୍ନ ସୋପାନ ତଥା ଆବଶକୀୟ ତଥ୍ୟ ଉପସ୍ଥାପନ କରିଥିଲେ l ଏହି ଅବସରରେ ଏକ ସଚେତନତା ରଥ ପ୍ରଥମରେ ଜିଲ୍ଲାପାଳ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ l ଏହି କାର୍ଯ୍ୟକ୍ରମରେ ବ୍ଲକ ସ୍ୱାସ୍ଥ୍ୟ ଅଧିକାରୀ, ସମସ୍ତ ସିଡିପିଓ, ସୁପର ଭାଇଜର, ଅଙ୍ଗନୱାଡି କର୍ମି, ଆଶା କର୍ମି ଯୋଗ ଦେଇଥିଲେ । ସା ଅନୁଷ୍ଠାନ, ସଖି ଅନୁଷ୍ଠାନ, ଉତ୍କଳ ବାଳାଶ୍ରମ, ଚାଇଲଡ ହେଲ୍ପ ଲାଇନ ର କର୍ମି ପ୍ରମୁଖ ଯୋଗ ଦେଇଥିଲେ l ଏହି ଅବସରରେ ପୌଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ଶାନ୍ତା ବାରିକ ଏବଂ ଅଙ୍ଗନବାଡି କର୍ମି ଗୀତାଞ୍ଜଳି ସ୍ୱାଇଁ ଙ୍କୁ ଉତ୍ତମ କାର୍ଯ୍ୟ ପାଇଁ ସମର୍ଦ୍ଧିତ କରାଯାଇଥିଲା l ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସୂଚନା ଅଧିକାରୀ ଅର୍ଜୁନ ମାଝୀ ଆଇନ ଅଧିକାରୀ  କେଶବ ଚନ୍ଦ୍ର ମେହେର, ଅଣ ଅନୁଷ୍ଠାନିକ ଅଧିକାରୀ ଗୌତମ ମହାପାତ୍ର, ପୋଲିସ ଅଧିକାରୀ ଉପସ୍ଥିତ ଥିଲେ l ଅନୁଷ୍ଠାନିକ ଅଧିକାରୀ ବିଜୟ ବିଶ୍ୱାଳ ଧନ୍ୟବାଦ ଦେଇଥିଲେ l ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର ଥବିର କାଲସେ, ପ୍ରଶାନ୍ତ ମହାକୁଡ଼, ରୁଦ୍ର ପ୍ରସନ୍ନ ମିଶ୍ର, ଜିତେନ୍ଦ୍ର ମଣ୍ଡଳ, ସରିତା ସୁନା, ମାନିନୀ ମହାନ୍ତି, ମୃତୁଞ୍ଜୟ, ଅନିଲ ମହଲା ସହଯୋଗ କରିଥିଲେ l ପ୍ରକାଶ ଥାଉ କି ଯେ ଏବେ ସୁଦ୍ଧା C A R A "କାରା"  ମାଧ୍ୟମରେ ଦେଶ ର ବିଭିନ୍ନ ରାଜ୍ଯ ର  ଓ ବିଦେଶ ର ସମୁଦାୟ ୧୭ ଗୋଟି ପରିବାର ଆମ ଜିଲ୍ଲା ରୁ ୧୭ ଜଣ ପୁଅ ଝିଅ ଙ୍କୁ ପୋଷ୍ୟ ସନ୍ତାନ ଗ୍ରହଣ କରିଥିବା ବିଷୟ ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026

You Might Also Like