-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||     

HOME   ଜିଲ୍ଲା

ଚିନ୍ତାନାୟକ ପ୍ରଫୁଲ୍ଲ କୁମାର ଚୋପଦାର ଆମ ଗହଣରେ ନାହାନ୍ତି

28-Nov-2025



ବଲାଙ୍ଗିର(ପ୍ରେରଣା ଖବର): ସମାଜ ଚିନ୍ତାନାୟକ ତଥା ସରକାରୀ ପରିବହନ ର ସୁଦକ୍ଷ କର୍ମଚାରୀ ପ୍ରଫୁଲ୍ଲ କୁମାର ଚୋପଦାର  ୮୦ ବର୍ଷ ବୟସ ରେ ଇହଧାମ ତ୍ୟାଗ କରିଛନ୍ତି। ସେ ବଲାଙ୍ଗିର ସରକାରୀ ପରିବହନ ବ୍ୟବସ୍ଥା ର କିଭଳି ସୁଧାର ଆସିବ ଓ  ପରିବହନ କର୍ମଚାରୀ ଙ୍କ ସୁବ୍ୟବସ୍ଥା ପାଇଁ ସର୍ବଦା ଚିନ୍ତା କରୁଥିଲେ 
ବିଭିନ୍ନ ସାମାଜିକ ଉତ୍ସବ ମାନଙ୍କରେ ସେ ନିଜ ଆତ୍ମୀୟତା ର ସୁ ପରିଚୟ ଦେଇ ବଲାଙ୍ଗିର ଲୋକଙ୍କ  ପ୍ରିୟଭାଜନ ହୋଇ ପାରିଥିଲେ । ତାଙ୍କ ମୃତ୍ୟୁ ସମୟର ରେ ତାଙ୍କ ସହଧର୍ମିଣୀ ବିଳାସିନୀ, ପୁଅ ପ୍ରିତମ, ଝିଅ ମୌସୁମୀ, ଜ୍ୱାଇଁ ଦୁର୍ଗାପ୍ରସାଦ, ତାଙ୍କ ଭାଇଗଣ ହରିଶ୍ଚନ୍ଦ୍ର, ବିନୟ,ବିମଳ, ପ୍ରଶାନ୍ତ,ସ୍ୱାଗତ ଓ ପରିବାରବର୍ଗ ଉପସ୍ଥିତ ଥଲେ।
ସ୍ବର୍ଗତ ଚୋପଦାର ଙ୍କ ପରଲୋକ ରେ ସ୍ଥାନୀୟ ରାଧାରାଣୀ ପଡ଼ା ଅଂଚଳରେ ଶୋକର ଛାୟା ଖେଳିଯାଇଛି। ଅନ୍ତିମ ଶବଦାହ ସ୍ଥାନୀୟ ବିଭୁତି ପଡ଼ା ସ୍ମଶାନରେ ସମାପନ କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026

You Might Also Like