-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||     

HOME   ଜିଲ୍ଲା

ବରପାଲି ବ୍ଲକ ସ୍ତରୀୟ ଵାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ୨୦୨୫

28-Nov-2025



ବରପାଲି (ସୁଦାମ ଦୀପ) ବରଗଡ଼ ଜିଲ୍ଲା ବରପାଲି ବ୍ଲକ ର ଵାଲ୍ ବୈଜ୍ଞାନିକ, ସି ଇ ଏସ ଓ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ପ୍ରଦର୍ଶନୀ ୨୦୨୫ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବରପାଲି ରେ ବହୁ ଆଡମ୍ବର ରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ବ୍ଲକ ର ୧୪ ଗୋଟି କ୍ଲଷ୍ଟର ରୁ ପ୍ରାୟ ୨୦୦ ଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା l ଏହି ଅବସରରେ ବରପାଲି ବି ଇ ଓ  ମୁକୁନ୍ଦ ମହରା ସଭାପତି ଭାବରେ ଯୋଗଦାନ କରି ଛାତ୍ର ଛାତ୍ରୀ ମାନଙ୍କୁ ବିଜ୍ଞାନ ଶିକ୍ଷା ର ଆବଶ୍ୟକତା ବିଷୟରେ ସଚେତନ କରିଥିଲେ l ମୁଖ୍ୟ ଅତିଥି ଭାବରେ ବରଗଡ଼ ଡି ଇ ଓ, ଜ୍ୟୋତିକାନ୍ତ ସାହୁ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ବରଗଡ଼ ବି ଇ ଓ  ଡ଼. ସୁରେନ୍ଦ୍ର ସାହୁ, ଏ ବି ଇ ଓ  ଦୁର୍ୟୋଧନ ସିଂ ଓ ରତ୍ନ କୁମାର ଭୋଇ ତଥା ବାଳକ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସନୋଜ ସେଠୀ, ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ  ନାରାୟଣ ଭୁଏ ଓ ସ୍ଥାନୀୟ ବିଦ୍ୟାଳୟ ର ପରିଚାଳନା କମିଟି ଚେୟlରମେନ ଲଳିତ ମେହେର ଯୋଗଦାନ କରିଥିଲେ l ସରକାରୀ ଗଙ୍ଗାଧର ଏନ ଏ ସି ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମନୋଜ କୁମାର ବାରିକ ଓ ସି ଆର ସି ସି  ବିନୟ ଭୋଇ ଙ୍କ ସହଯୋଗ ରେ ବିଚାରକ ହିସାବ ରେ  ସତ୍ୟନାରାୟଣ ମିଶ୍ର, ଆଶିଷ ଦେଓ, ଚୋଳଗଙ୍ଗ ମେହେର, ଟଙ୍କଧର ପଧାନ, ମଣ୍ଟୁ ବିଶ୍ୱାଳ ଓ ଦେବାଶିଷ ମିଶ୍ର ପ୍ରମୁଖ କାର୍ଯ୍ୟ ସମ୍ପାଦନ କରିଥିଲେ l ଶିକ୍ଷକ ସୋହନ ପଧାନ ମଞ୍ଚ ସଂଚାଳନ କରିଥିଲେ   l ଆଗଲପୁର ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଅଶୋକ ପଣ୍ଡା ଓ ଶିକ୍ଷକ ସମୀର ପାଣିଗ୍ରାହୀ ବିଭିନ୍ନ କାର୍ଯ୍ୟ ତତ୍ୱାବଧାନ  କରିଥିଲେ l ଦ୍ଵିତୀୟ ଅଧିବେଶନ ରେ ବରପାଲି ବ୍ଲକ ଚେୟାରମ୍ୟାନ ରୀନା ଥଇତ  ଙ୍କ ଦ୍ୱାରା କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରlଯାଇଥିଲl l ଏହି ପ୍ରଦର୍ଶନୀ କୁ ବ୍ଲକ ର ସମସ୍ତ ସି ଆର ସି ସି, ବିଜ୍ଞାନ ଶିକ୍ଷକ / ଶିକ୍ଷୟିତ୍ରୀ, ସମସ୍ତ ପ୍ରଧାନ ଶିକ୍ଷକ / ଶିକ୍ଷୟିତ୍ରୀ, ସ୍ଥାନୀୟ ବିଦ୍ୟାଳୟ ଓ ବ୍ଲକ ର ସମସ୍ତ କର୍ମଚାରୀ ସହଯୋଗ କରି ସାଫଲ୍ୟମଣ୍ଡିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026

You Might Also Like