-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||     

HOME   ଜିଲ୍ଲା

ଦୀର୍ଘସ୍ଥାୟୀ ଭିତ୍ତିଭୂମି ସହିତ ଗ୍ରାମୀଣ ସମୁଦାୟ କୁ ସଶକ୍ତ କରିବା ଉପରେ ତାଲିମ

28-Nov-2025



ଡାବୁଗାଁ (ପ୍ରିୟଦର୍ଶିନୀ ପାତ୍ର,)
 ନବରଙ୍ଗପୁର ଜିଲା ଡାବୁଗାଁ ବ୍ଳକ ସମ୍ମିଳନୀ କକ୍ଷ ଠାରେ ଦୀର୍ଘସ୍ଥାୟୀ ଭିତ୍ତିଭୂମି ସହିତ ଗ୍ରାମୀଣ ସମୁଦାୟ କୁ ସଶକ୍ତ କରିବା ରେ ଗ୍ରାମ ପଞ୍ଚାୟତ ର ଭୂମିକା ଉପରେ ଏକ ତାଲିମ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ପ୍ରଶିକ୍ଷକ ଭାବେ ବିଡିଓ ଶରତ ମାଝି, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ବର୍ଣ୍ଣବାସ ନାୟକ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ଜଳ ଓ ପରିମଳ ବିଭାଗ କନିଷ୍ଟ ଯନ୍ତ୍ରୀ ରୋହିତ କିଶାନ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ ପ୍ରମୁଖ ଯୋଗ ଦେଇ ତାଲିମ ଦେଇଥିଲେ | ଏଥିରେ ଗ୍ରାମ ପଞ୍ଚାୟତ କାର୍ଯ୍ୟ|ଳୟର ଭିତ୍ତିଭୂମି, ଗ୍ରାମ ପଞ୍ଚାୟତ ସ୍ତରରେ ଭିତ୍ତିଭୂମି କାର୍ଯ୍ୟ ଗୁଡିକ ନିମନ୍ତେ ଦୀର୍ଘ ସ୍ଥାୟୀ ଯୋଜନା କିପରି ପ୍ରସ୍ତୁତ କରାଯିବ, ଗ୍ରାମ୍ୟ ସମୁଦାୟର ସହଭାଗିତାରେ ଯୋଜନା ପ୍ରସ୍ତୁତ କରିବା, ପଞ୍ଚାୟତ କାର୍ଯ୍ୟ|ଳୟ, ବିଦ୍ୟାଳୟ, ଅଙ୍ଗନୱାଡି କେନ୍ଦ୍ର ଗୃହ, ପରିମଳ ବ୍ୟବସ୍ଥା, ପାନୀୟଜଳ ବ୍ୟବସ୍ଥା ଇତ୍ୟାଦିର ଉଦାହରଣ ସହ ତାଲିମ ଦିଆଯାଇଥିଲା | ଏଥିରେ ସରପଞ୍ଚ ୬ ଜଣ, ୱାର୍ଡ ସଭ୍ୟ - ୫ ଜଣ, ପଞ୍ଚାୟତ ନିର୍ବାହୀ ଅଧିକାରୀ ୪ ଜଣ, ଏଡିଇଓ- ୪ ଜଣ, ଗ୍ରାମରୋଜଗାର ସେବକ ୨ ଜଣ, ଅଙ୍ଗନୱାଡି କର୍ମୀ ୨୫ ଜଣ, ଏମବିକେ ୬ ଜଣ ଓ ସିଆରପି ୨୪ ଜଣ ମୋଟ ୭୬ ଜଣ ତାଲିମ ନେଇଥିଲେ | ଏହି କାର୍ଯ୍ୟକ୍ରମକୁ ପେସା ସଂଯୋଜକ ଶୁଭଶ୍ରୀ ମହାଙ୍କୁଡ ପରିଚାଳନା କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026

You Might Also Like