-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ମୁନିସିପାଲିଟି ବିରୁଦ୍ଧରେ ରୁଜୁ ହେବ ହତ୍ୟା ମାମଲା: ନରସିଂହ, ଧାନକିଣା କେନ୍ଦ୍ର ବ୍ୟବସ୍ଥିତ କରୁ ବିଭାଗ ଓ ସରକାର; ବିପର୍ଯ୍ୟସ୍ଥ ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ଦାୟୀ କିଏ ?

28-Nov-2025



ବଲାଙ୍ଗୀର(ପ୍ରେରଣା ଖବର) : ମହାରାଣୀ ସାଗର ଦୁର୍ନୀତିର କୁପ୍ରଭାବ ସାଧାରଣ ଜନତାଙ୍କୁ ଗ୍ରାସ କରିବାରେ ଲାଗିଛି । ଅର୍ଥଲୋଭରେ ପୌର ପ୍ରଶାସନ କାମ ପାଇ ଥିଭା ମହିଳା ଏସଏଚଜି ଓ ସେଗୁଡିକୁ କାର୍ଯ୍ୟକାରି କରୁଥିବା ଜଣେ ଠିକାଦାର ସେଷରେ ତୁଳସୀ ନଗର ନିବାସୀ ନିଶିକାନ୍ତ କୁମ୍ଭାରଙ୍କ ଜୀବନ ନେଇଛନ୍ତି । ସେମାନେ ଅର୍ଥ ତୋଷାରପାତ କରିବା ପାଇଁ ଏକ ନିମ୍ନମାନର ବାଉଁଶ ପୋଲ ତିଆରି କରି ସେଠିକାର ଲୋକଙ୍କୁ ସେହି ରାସ୍ତାରେ ଯିବା ଆସିବା ପାଇଁ ବ୍ୟବସ୍ଥା କରିଥିଲେ । ଯାହାଦ୍ୱାରା କି ପୂର୍ବତନ  କାଉନସିଲର ନିଶିକାନ୍ତ କୁମ୍ଭାର ସେହି ନିମ୍ନ ମାନର ପୋଲ ଉପରେ ଯାଉ ଥିବା ବେଳେ ଗୋଡ ଖସି ତଳେ ପଡି ଯାଇଥିଲେ । ସେଠାରେ ଥିବା ପଥରରେ ମୁଣ୍ଡ ଛେଚି ହୋଇ ତାଙ୍କର ପ୍ରାଣବାୟୁ ଉଡି ଯାଇଥିଲା । ଏଥିରୁ ସ୍ପଷ୍ଟ ପ୍ରମାଣ ମିଳୁଛି ଯେ ବଲାଙ୍ଗୀର ପୌର ସଂସ୍ଥା, ମହିଳା ଏସଏଚଜି ଏବଂ ଠିକାଦାର ବିଘ୍ନ ମିଶ୍ରଙ୍କ ସାମୁହିକ ଅବହେଳା ଯୋଗୁଁ ନିଶିକାନ୍ତଙ୍କ ଜୀବନହାନୀ ଘଟିଛି । ଆଇନ ଅନୁସାରେ କାହାର ଅବହେଳା ପାଇଁ ଯଦି ଜଣେ ବ୍ୟକ୍ତି ପ୍ରାଣ ହରାଏ ତେବେ, ଅବହେଳା କରିଥିବା ସମସ୍ତ ପକ୍ଷଙ୍କ ବିରୁଦ୍ଧରେ ହତ୍ୟା ମୁକଦ୍ଦମା ରୁଜୁ ହେବ। ତେଣୁ ଏମାନଙ୍କ ବିରୁଦ୍ଧରେ ଅତି ଶୀଘ୍ର ହତ୍ୟା ମୁକଦ୍ଦମା ରୁଜୁ ହେବା ଉଚିତ ବୋଲି ଆଜି ପୂର୍ବତନ ଆଇନ ମନ୍ତ୍ରୀ ଏକ ସାମ୍ବାଦିକ ସମ୍ମିଳନୀରେ ଆହ୍ୱାନ କରି ପ୍ରକାଶ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ମାମଲାରେ ପୀଡିତ ପରିବାର ୨ କୋଟି ଟଙ୍କା ପର୍ଯ୍ୟନ୍ତ କ୍ଷତି ପୂରଣ ଦାବୀ କରି ପାରିବେ । କେବଳ ଏତିକି ନୁହେଁ ପୂର୍ବରୁ ମଧ୍ୟ ଏହି ଠିକାଦାରଙ୍କ ଜଣେ କର୍ମଚାରୀ କାମ କରୁଥିବା ବେଳେ ବିଜୁଳୀ ଆଘାତରେ ପ୍ରାଣ ହରାଇଥିଲେ । କିନ୍ତୁ ଚଂଚକତା କରି ପୌରସଂସ୍ଥା ସେହି ଘଟଣାକୁ ଚପାଇ ଦେଇଥିଲା । ତେଣୁ ଉଭୟ ମୃତ୍ୟୁ ଘଟଣା ପାଇଁ  ଉପରୋକ୍ତ ତିନି ସଂସ୍ଥା ମାମଲା ଉପରେ ହତ୍ୟା ମାମଲା ରୁଜୁ ହେବା ଆବଶ୍ୟକ ବୋଲି ଶ୍ରୀ ମିଶ୍ର କହିଛନ୍ତି । ଆଜିର ସାମ୍ବାଦିକ ସମ୍ମିଳନୀରେ ମହାରାଣୀ ସାଗର କାମ ପାଇଁ ନଗର ଉନ୍ନୟନ ବିଭାଗ ୮ କୋଟି, ଅଟଳ ଯୋଜନାରେ ୮ କୋଟି ୩୩ ଲକ୍ଷ, ତା ଉପରେ ପୁଣି ତତ୍କାଳୀନ ରାଜ୍ୟ ସରକାରଙ୍କ ମୋ ପୋଖରୀ ଯୋଜନାରୁ ଅନୁଦାନ ଆସିଛି । କିନ୍ତୁ ମହାରାଣୀ ସାଗରର ବିକାଶ ପରିବର୍ତ୍ତେ ପୌର ସଂସ୍ଥା ଏହାର ବିନାଶ କରିବାରେ ଲାଗିଛି । ତେଣୁ ଦୁର୍ନୀତିରେ ଉବୁଟୁବୁ ଥିବା ଏହି ପ୍ରକଳ୍ପକୁ ନ୍ୟାୟ ପ୍ରଦାନ ପାଇଁ ଶ୍ରୀ ମିଶ୍ର ଭିଜିଲାନ୍ସ ତଦନ୍ତ ଦାବୀ କରିଛନ୍ତି । ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଶ ଶ୍ରୀ ମିଶ୍ର ଉଦବେଗ ପ୍ରକାଶ କରିବା ସହ କହିଥିଲେ ବର୍ତ୍ତମାନ ବିଧାୟକ ନିଜ ନିର୍ବାଚନୀ ପ୍ରତିଶୃତିରେ ୧୦ ଦିନ ଭୀତରେ ବଲାଙ୍ଗୀରକୁ ଅପରାଧ ମୁକ୍ତ କରାଯିବ ବୋଲି ପ୍ରତିଶୃତି ଦେଇଥିଲେ । କିନ୍ତୁୃ ବର୍ତ୍ତମାନ ବଲାଙ୍ଗୀର ସହର ଅପରାଧି ଓ ନିଶା ବେପାରୀଙ୍କ ସ୍ୱର୍ଗ ପାଲଟିଛି । ଦିନଦ୍ୱିପହରେ ହତ୍ୟା ଘଟଣା ଘଟେଇ ଅପରାଧୀ ସ୍ୱଛନ୍ଦରେ ଫେରାର ମାରି ପାରୁଛି । ଲୋକଙ୍କୁ ଏପରି ମିଥ୍ୟା ପ୍ରତିଶୃତି ପାଇଁ ଜନ ପ୍ରତିନିଧି ଉତ୍ତରଦାୟୀ ରହିବା ସହ ଇସ୍ଥାପା ଦିଅନ୍ତୁ ବୋଲି କହିଥିଲେ । ଧାନର ସର୍ବନିମ୍ନ ସହାୟକ ମୁଲ୍ୟ କେର୍ନ୍ଦ ସରକାର ଯେତେ ବଢାଉଛନ୍ତି ରାଜ୍ୟ ସରକାର ଦେଉଥିବା ବୋନସରୁ ସେହି ମୁଲ୍ୟ କାଟିଦେବା ଦୁର୍ଭାଗ୍ୟଜନକ ବୋଲି ଶ୍ରୀ ମିଶ୍ର କ୍ଷୋଭର ସହ କହିଥିଲେ । କେନ୍ଦ୍ର ସରକାର ବଢାଇଥିବା ୬୯ ଟଙ୍କା ଚାଷୀର ହକ ଅଟେ । ରାଜ୍ୟର କୌଣସି ଅଧିକାର ନାହିଁ ଯେ ସେ ଏହି ଅର୍ଥ ବୋନସରୁ କାଟି ଦେବ । ଏଥିରୁ ଚାଷୀକୁଳ ପ୍ରତି ଏମାନଙ୍କ ଅସୁଆ ଭାବ ସ୍ପଷ୍ଟ ଜଣା ପଡୁଛି । ମୁଁ ଦାବି କରୁଛି ଏମଏସପିରେ ବଢିଥିବା ୬୯ ଟଙ୍କା ଚାଷୀଙ୍କ ଏକାଉଣ୍ଟକୁ ତୁରନ୍ତ ରାଜ୍ୟ ସରକାର ପ୍ରଦାନ କରନ୍ତୁ । ତାସହ ଧାନ କିଣା କେନ୍ଦ୍ର ମାନଙ୍କରେ ସିସି କ୍ୟାମେରା ଏବଂ ଅଣ ଏଫଏକ୍ୟୁ ରୁ ଏଫଏକ୍ୟୁ ଧ।।ନ କରିବାର ଉପକରଣ ସମସ୍ତ ମଣ୍ଡି ମାନଙ୍କ ରେ ବ୍ୟବସ୍ଥା କରାଯାଉ । କାରଣ ସରକାରଙ୍କ ନୁଆଁ ନିଷ୍ପତ୍ତି ଅନୁସାରେ ଚାଷୀ ଯଦି ଅଣ ଏଫେଏକ୍ୟୁ ଧାନ କୁ ଏଫଏକ୍ୟୂ କରିବା ପାଇଁ ଆରଏମସିକୁ ଯିବ ତେବେ ତାହାର ପରିବହନ ଖର୍ଚ୍ଚ ପାଇଁ ଚାଷୀ ଅନେକ କ୍ଷତି ସହିବ ବୋଲି ଶ୍ରୀ ମିଶ୍ର କହିଛନ୍ତି । ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମିଶ୍ରଙ୍କ ବ୍ୟତିତ କଂଗ୍ରେସ ନେତା ମନୀଷ ମିଶ୍ର, ସନ୍ତକ ବହିଦାର, ବୁଲୁ ଦାନୀ, ସାନନ୍ଦ ମିଶ୍ର, ଅଙ୍କିତ ସାହୁ, ଚିନ୍ମୟ ବେହେରା , ଅସିତ ମିଶ୍ର, ଲୋପନ ମିଶ୍ର, କୈଳାସ ମିଶ୍ର, ଜୁଲପଟ୍ଟନାୟକ, ମାନସ ମହାନ୍ତି, ଅନ୍ତ ବେହେରା,  ଅର୍ଣ୍ଣପୁର୍ଣ୍ଣା ବରିହା, ମୀରା ମଣ୍ଡଲ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like