-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||     

HOME   ଜିଲ୍ଲା

ଗଞ୍ଜେଇ ଜବତ ୧ ଗିରଫ

29-Nov-2025



ଡାବୁଗାଁ, (ପ୍ରିୟଦର୍ଶିନୀ ପାତ୍ର,) ନବରଙ୍ଗପୁର ଜିଲା ଡାବୁଗାଁ ଅବକାରୀ ବିଭାଗ ଶୁକ୍ରବାର ଗଞ୍ଜେଇ ଜବତ କରିବା ସହ ଜଣ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି | ସୂଚନାଯୋଗ୍ୟ:-  ନବରଙ୍ଗପୁର ଜିଲା ଅବକାରୀ ଅଧିକ୍ଷକ ପ୍ରତାପ କୁମାର ଦାଶ ଙ୍କ ନିର୍ଦ୍ଦେଶ କ୍ରମେ  ଡାବୁଗାଁ ଅବକାରୀ ବିଭାଗ ଆଜି ପେଟ୍ରୋଲିଂ କରିବା ସମୟରେ ବୋରିଗାଁ ପଞ୍ଚାୟତ ଅଧୀନ ପରଶୁବେଢା ଗ୍ରାମ ଡମୁର ଭତ୍ରା (୬୦) ରାସ୍ତାରେ ଏକ ବ୍ୟାଗ ଧରି ଯାଉଥିବା ସମୟରେ ଅବକାରୀ ବିଭାଗ କର୍ମଚାରୀ ମାନ ଙ୍କୁ ସନ୍ଦେହ ହେବାରୁ ଡମୁର କୁ ଅଟକାଇ ତାର ବ୍ୟାଗ ଯାଞ୍ଚ କରିଥିଲେ | ଯାଞ୍ଚ କରିବାରୁ ଜଣାପଡିଥିଲା ଉକ୍ତ ବ୍ୟାଗରେ ଗଞ୍ଜେଇ ରହିଛି | ଏହାପରେ ଅବକାରୀ କର୍ମଚାରୀ ମାନେ ଡମୁର କୁ ଗିରଫ କରି ଅବକାରୀ କାର୍ଯ୍ୟ|ଳୟ କୁ  ଆଣିଥିଲେ | ତାଙ୍କ ପାଖରୁ ୨ କି.ଗ୍ରା.୧୦୦ ଗ୍ରାମ ଗଞ୍ଜେଇ ଜବତ କରାଯାଇଛି | ଅଭିଯୁକ୍ତ ଡମୁର ଭତ୍ରା ଙ୍କୁ କୋର୍ଟ ଚାଲାଣ କରାଯାଇଛି | ଜବତ ଗଞ୍ଜେଇ ର ସରକାରୀ ମୁଖ୍ୟ ୨୧ ହଜାର ଟଙ୍କା ହେବ ବୋଲି ସୂଚନା ମିଳିଛି | ଏନେଇ ଡାବୁଗାଁ ଅବକାରୀ କାର୍ଯ୍ୟ|ଳୟ କେସ ନଂ ୨୨୬/୨୦୨୫-୨୬ ରେ ଏକ ମାମଲା ରୁଜୁ କରାଯାଇଛି | ଏହି ଚଢାଉରେ ଡାବୁଗାଁ ଅବକାରୀ ଉପନିରିକ୍ଷକ ସମୀର କୌଶଲ୍ୟା, ଅବକାରୀ କର୍ମଚାରୀ ଶ୍ରୀକାନ୍ତ ବିଶୋୟୀ, ଗତୁଲ ନାୟକ, ବିବେକାନନ୍ଦ ସାହୁ ଓ ସୁରେଖା ଭତ୍ରା ପ୍ରମୁଖ ସାମିଲ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026

You Might Also Like