-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||     

HOME   ଜିଲ୍ଲା

*ଉଲୁଣ୍ଡା ମହିଳା ଡିଗ୍ରୀ ମହା ବିଦ୍ୟାଳୟ ଠାରେ ମହିଳା ସଚେତନତା ଅଭିଯାନ*-

29-Nov-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
ଉଲୁଣ୍ଡା ଡ଼.ରମେଶ ପ୍ରସାଦ ଡିଗ୍ରୀ ମହିଳା ମହା ବିଦ୍ୟାଳୟ ଠାରେ  ମହିଳା ସଶକ୍ତି କରଣ ଓ ମହିଳା ସୁରକ୍ଷା ସଚେତନତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲା ପୋଲିସର ତତ୍ୱାବଧାନାରେ ଏବଂ ସ୍ଵର୍ଣ ଶିଖା ଚେରିଟେବୁଲ ଟ୍ରଷ୍ଟର ସହଯୋଗ ରେ ଆୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମକୁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନାରୀ ସୁରକ୍ଷିତ ଓ ସଶକ୍ତି କରଣ ହେଲେ ଆମ ଦେଶ ସମୃଦ୍ଧି ଶାଳୀ ହେବ ବୋଲି କହିଥିଲେ l  ବକ୍ତା ଭାବରେ ବିନିକା ମହିଳା କଲେଜର ଅଧ୍ୟାପିକା ବୟନ୍ତୀ ସାହୁ  ଯୋଗଦେଇ ମହିଳା ମାନଙ୍କ ସୁରକ୍ଷା ଓ ମୌଳିକ ଅଧିକାର ଉପରେ  ଆଲୋଚନା କରିଥିଲେ l ସମ୍ମାନିତ ଅତିଥି ଭାବରେ ଏସ ଡ଼ି ପି ଓ ହେମନ୍ତ ରାଓ, କଲେଜ ଅଧ୍ୟକ୍ଷ ରାଜୀବ ଲୋଚନ ବେହେରା, ସମାଜସେବୀ ଶ୍ରୀ ଧର୍ମ ନିରଞ୍ଜନ ପଣ୍ଡା, ମଧୁମିତା ପରମ ଗୁରୁ, କଣ୍ଠ ଶିଳ୍ପୀ ଶାଶ୍ୱତ ତ୍ରିପାଠୀ ଯୋଗଦେଇ ମହିଳା ଙ୍କୁ ସଚେତନ କରିଥିଲେ l ଏହି ଅବସର ରେ ସାଇବର ଅପରାଧ ଉପରେ ଏକ  ନାଟକ ପ୍ରଦର୍ଶିତ ହୋଇଥିଲା l ପରେ ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା l ଓ ବିଭିନ୍ନ ପ୍ରତିଭା ମାନଙ୍କୁ ଅତିଥି ଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରା ଯାଇଥିଲା l ସସ୍ମିତା ତ୍ରିପାଠୀ ସଭା ସଂଯୋଜନା କରିଥିବା ବେଳେ କଲେଜର ସମସ୍ତ ଛାତ୍ରୀ ଉପସ୍ଥିତ ଥିଲେ l କଲ୍ୟାଣୀ ପାତ୍ର ଧନ୍ୟବାଦ ଦେଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026

You Might Also Like