-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||     

HOME   ଦେଶ ବିଦେଶ

କାହା ପାଇଁ କଣ ହେବ ବଜେଟ୍‌ର ରୂପ ରେଖ ?

31-Jan-2021



ନୂଆଦିଲ୍ଲୀ, - (ପ୍ରେରଣା ଖବର ବ୍ୟୁରୋ) : ଆସନ୍ତାକାଲି ଚଳିତ ବର୍ଷର ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଥିରେ କାହା ପାଇଁ କଣ ରହିବ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଗଲାଣି। ଏଥରର ବଜେଟ୍ ସାଧାରଣ ଲୋକଙ୍କ ପକେଟ୍ ଉପରେ ଭାରି ପଡ଼ିବ କି ସେମାନଙ୍କୁ ଉଷାସ ମିଳିବ ତା ଉପରେ ସମସ୍ତଙ୍କ ନଜର ରହିଛି।

କରୋନା ମହାମାରୀରେ ସାରା ବିଶ୍ୱର ଅର୍ଥନୀତି ଦୋହଲି ଯାଇଥିବା ବେଳେ ଭାରତ ଏଦିଗରେ ନିଜକୁ ସମ୍ଭାଳିବାକୁ ଚେଷ୍ଟା କରୁଛି। ଏଥର ବଜେଟ୍‌କୁ ନେଇ ସାଧାରଣଲୋକଙ୍କ ଭିତରେ ଅନେକ ଆଶା ଓ ଉପରେ ଭରସା ରହିଛି। ବିଶେଷ ଭାବେ ଚାଷୀଙ୍କୁ ସହାୟତା, ବ୍ୟବସାୟୀକୁ ନୂଆ ଦିଶା, ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାରେ ସହାୟତା ଭଳି ବିଭିନ୍ନ ଦିଗ ଉପରେ ସରକାର ଧ୍ୟାନ ଦେଇପାରନ୍ତି।
ଟ୍ୟାକ୍ସ ସ୍ଲାବ୍‌ରେ ଏଥର କୌଣସି ପରିବର୍ତ୍ତନ ହୋଇନପାରେ। ତା’ସହ ଏଥର କରୋନା ଟିକାକରଣ ଓ ସ୍ୱାସ୍ଥ୍ୟ କ୍ଷେତ୍ରକୁ ଅଧିକ ଗୁରୁତ୍ୱ ମିଳିପାରେ। ତେବେ ଏହି ବଜେଟ୍‌ ଅର୍ଥମନ୍ତ୍ରୀଙ୍କ ପାଇଁ ଏକ ଚ୍ୟାଲେଞ୍ଜିଂ ବଜେଟ୍ ହେବ। କାରଣ ଏହା ଉପରେ ବହୁ ଆଶା ଓ ଭରସା ରଖିଛନ୍ତି ଶିଳ୍ପ, ବ୍ୟବସାୟ ପ୍ରତିଷ୍ଠାନଠୁ ଆରମ୍ଭ କରି ସାଧାରଣ ଜନତା। ଏଭଳି ସ୍ଥିତିରେ ବଜେଟ୍‌ର ରୂପରେଖ କେମିତି ହେବ ? ସେ ନେଇ ଅଙ୍କକଷା ଆରମ୍ଭ ହୋଇଯାଇଛି। ଚଳିତ ବଜେଟରୁ କିଏ କଣ ଆଶା ରଖୁଛନ୍ତି ଆସନ୍ତୁ ଜାଣିବା।

ଛାତ୍ରଛାତ୍ରୀଙ୍କ ଅନୁସାରେ ଏଥରର ବଜେଟ୍‌ ନିଯୁକ୍ତି ଭିତ୍ତିକ ବା ଆୟ ଭିତ୍ତିକ ହେବା ଦରକାର। କାରଣ ଛାତ୍ରଛାତ୍ରୀଙ୍କ ପଢ଼ା ଶେଷ ହେବା ପରେ କାମ ମିଳୁ ନାହିଁ। ତେଣୁ ଏଥରର ବଜେଟ୍ ନିଯୁକ୍ତି ଭିତ୍ତିକ ହେଲେ ବେକାରୀ ସଂଖ୍ୟା କମିବା ସହିତ ନିଯୁକ୍ତି ମିଳିପାରିବ ବୋଲି ଛାତ୍ରଛାତ୍ରୀ କହିଛନ୍ତି। ତା ସହିତ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦର ଉପରେ ନିୟନ୍ତ୍ରଣ ରହିବା ଦରକାର ବୋଲି ଛାତ୍ରଛାତ୍ରୀମାନେ ଦାବି କରିଚନ୍ତି।

ଅନ୍ୟପଟେ ରାଉର୍‌କେଲା ଚ୍ୟାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରିର ଅଧ୍ୟକ୍ଷ ପ୍ରବୀଣ ଗର୍ଗଙ୍କ ଅନୁସାରେ, ହିନ୍ଦୁସ୍ତାନ ଛୋଟ ବ୍ୟାପାରୀମାନେ ସରକାରଙ୍କର ଅନେକ ବ୍ୟବସ୍ଥା ବୁଝିପାରୁ ନାହାଁନ୍ତି। ରଟର୍ଣ୍ଣ ଫାଇଲ୍ ଏତେ ଜଟିଳ ହୋଇଯାଇଛି ଯେ ଛୋଟ ବେପାରୀମାନେ ଏହା କରିବାକୁ ଅସମର୍ଥ ହେଇଯାଉଛନ୍ତି। ତେଣୁ କର୍ପୋରେଟ୍ ଲେବଲ, ମିଡିଲ କ୍ଲାସ୍ ଲେବଲ ଓ ଛୋଟ ଲେବଲ ପାଇଁ ଭିନ୍ନ ଭିନ୍ନ ଷ୍ଟେପ୍ ହେବା ଦରକାର। ଫଳରେ ପ୍ରତ୍ୟେକ ଲୋକ ଟ୍ୟାକ୍ସ ଲାଇନ୍‌କୁ ଆସି ପାରିବ। ବେପାର ସ୍ପଷ୍ଟ ହେବ ବୋଲି ପ୍ରବୀଣ ଗର୍ଗ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026

You Might Also Like