-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

*ମା ମାହେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ*

29-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ଖମ୍ବେଶ୍ୱରୀପାଲି ସ୍ଥିତ ମା ମାହେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଦୁଇ ଦିନ ଧରି ଚାଲିଥିବା ଏହି ବାର୍ଷିକ କ୍ରୀଡା ଉତ୍ସବ ଅଧ୍ୟକ୍ଷା ସୁଶ୍ରୀ ସ୍ବପ୍ନା ମହାପାତ୍ରଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଟିତ  ହୋଇଥିବା ବେଳେ କାଲି ଉଦଯାପିତ ହୋଇଯାଇଛି  । ଏଥିରେ ସମ୍ମାନିତ ଅତିଥି ଭାବେ କ୍ରୀଡା ସଂଯୋଜକ ନାରାୟଣ ନାୟକ, ମମତା ଦାସ, ଦେବାଶିଷ ମିଶ୍ର, ମାଧବୀ କର୍ମୀ ଯୋଗ ଦେଇଥିଲେ । ମାଧ୍ୟମିକ ବିଦ୍ୟାଳୟ ର ଖେଳ ଶିକ୍ଷକ ମଦନ ମୋହନ ପୁଟେଲ ଖେଳ ପରିଚାଳନା କରିଥିଲେ ଓ ତାଙ୍କୁ ସହଯୋଗ କରିବା ପାଇଁ  ଅନ୍ୟ ବିଦ୍ୟାଳୟ ର ଖେଳ ଶିକ୍ଷକ ଦାମୋଦର ଠେଟୁଆଲ, ଯଶୋବନ୍ତ ପୁଟେଲ,  ଶ୍ରୀଧର ପୁଟେଲ, ଲକ୍ଷ୍ମଣ  ଥନାପତି ପ୍ରମୁଖ ଉପସ୍ଥିତ ଥିଲେ। । ଏହି ଅବସରରେ କଲେଜ ଠାରୁ ଏକ ମଶାଲ ଶୋଭାଯାତ୍ରା ବାହାରି ମାହେଶ୍ୱରୀ ମନ୍ଦିର କୁ ଯାଇ ସେଠାରୁ ଖେଳେ ପଡିଆ ଠାରେ ପହଞ୍ଚି ଥିଲା । ୧୨୦ ଜଣ ଛାତ୍ରଛାତ୍ରୀ ଖେଳ ପ୍ରତିଯୋଗିତା ରେ ଭାଗ ନେଇ ତାଙ୍କର ଦକ୍ଷତା ପ୍ରଦର୍ଶନ କରିଥିବା ବେଳେ ଅନ୍ୟାନ୍ୟ କ୍ରୀଡା ପ୍ରେମୀ  ଖେଳାଳିଙ୍କୁ ଉତ୍ସାହିତ କରିଥିଲେ । ଆଶିଷ ପୁଟେଲ ଓ ବବଲି ଦଣ୍ଡିଆ ଚାମ୍ପିୟନ ହୋଇଥି6ଲ । ଏଥିରେ କଲେଜ ର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like