-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ମୌଳିକ ସୁବିଧାରୁ ବଞ୍ଚିତ ପିତେଇପାଳି ସରକାରୀ ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀ

29-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ)୧୯୫୯ମସିହାରେ ସ୍ଥାପିତ ପିତେଇପାଲି ସରକାରୀ ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନେ ବିଭିନ୍ନ ମୌଳିକ ସୁବିଧାରୁ ବଂଚିତ ହୋଇଥିବା ଜଣାପଡିଛି। ଏହି ବିଦ୍ୟାଳୟ ଉପରେ ପିତେଇପାଲି ଓ ଗଜବନ୍ଧ ଦୁଇଟି ଗ୍ରାମର ଛାତ୍ରଛାତ୍ରୀ ମାନେ ନିର୍ଭରଶୀଳ ।ହେଲେ ଏଠାରେ ୪ଗୋଟି କୋଠରୀ ଥିବା ବେଳେ ପଡୁଛନ୍ତି ଶିଶୁ ବାଟିକା ରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ।ଶିକ୍ଷକ ଅଛନ୍ତି ମାତ୍ର ୩ଜଣ ।ତେବେ ୯ଟି ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ୩ଜଣ ଶିକ୍ଷକ କେମିତି ପାଠ ପଢ଼ାଉ ଥିବେ ତାହା ସହଜେ ଅନୁମେୟ ।ଏକାଥରକେ ୩ଟି କ୍ଲାସରେ ୩ଜଣ ଶିକ୍ଷକ ପାଠ ପଡ଼ାଉ ଥିବା ବେଳେ ବାକି ୬ଟି ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ ପଡ଼ିବା ପାଇଁ ଅପେକ୍ଷା କରିବାକୁ ପଡୁଥିବା ଦେଖିବାକୁ ମିଳିଛି।ଅନ୍ୟ ପକ୍ଷରେ ଏହି ପରିସର ଭିତରେ ପୁଣି ୨ଗୋଟି ଅଙ୍ଗନୱାଡ଼ି କେନ୍ଦ୍ର ରହିଛି ।ପରିସର ଭିତରେ ଥିବା ନଳକୂପ ଟି ଦୀର୍ଘ ଦିନ ହେଲା ଅଚଳ ହୋଇ ପଡ଼ିଥିବାରୁ ପାଣି ଟିକେ ପାଇଁ ଛାତ୍ରଛାତ୍ରୀ ମାନେ ଗୁଲୁଗୁଲା ହେଉଛନ୍ତି।ମଧ୍ୟାହ୍ନ ଭୋଜନ ଖାଇ ସାରିବା ପରେ ପାଣି ପାଇଁ ଅନ୍ୟ ସ୍ଥାନକୁ ଯିବାକୁ ବାଧ୍ୟ ହେଉଛନ୍ତି ।ସେହିପରି ସ୍କୁଲ ଶୌଚାଳୟ ଗୁଡ଼ିକ ଅପରିତକ୍ତ ଅବସ୍ଥାରେ ଥିବାରୁ ତାହା କାମରେ ଆସୁନାହିଁ।ଫଳରେ ଛାତ୍ରଛାତ୍ରୀ ମାନେ ଶୌଚ,ପରିସ୍ରା ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ନଳକୂପର ମଟର ମରାମତି ପାଇଁ ଅଭିଯୋଗ କରାଯାଇଥିଲେ ହେଁ ଅଦ୍ୟାବଧି ତାହା ସଜଡ଼ା ହୋଇନାହିଁ ।ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଠନ ଦିଗରେ ଶିକ୍ଷାର ଉନ୍ନତି ପାଇଁ ସରକାର ପର୍ଯ୍ୟାପ୍ତ ପରିମାଣରେ ଅନୁଦାନ ଯୋଗାଇ ଦେଉଛନ୍ତି ହେଲେ ଏହି ୬୫ବର୍ଷର ପୁରୁଣା ସ୍କୁଲର ସମସ୍ୟା ପ୍ରତି କେହି ଦୃଷ୍ଟି ଦେଉନଥିବାରୁ ସ୍କୁଲର ଅବସ୍ଥା ଦିନକୁ ଦିନ ଶୋଚନୀୟ ହେବାରେ ଲାଗିଛି।ତେବେ ଏ ସମ୍ପର୍କରେ ବିନିକା ଗୋଷ୍ଟି ଶିକ୍ଷା ଅଧିକାରୀଙ୍କ ପଚାରିବା ପାଇଁ ଅଫିସକୁ ଯାଇଥିଲେ ହେଁ ତାଙ୍କ ଚେମ୍ଭର ରେ ତାଲା ଝୁଲୁଥିବା ଦେଖିବାକୁ ମିଳିଥିଲା।ସେହିପରି ସ୍ଥାନୀୟ ବିଡ଼ିଓଙ୍କୁ ଯୋଗାଯୋଗ କରିବାରୁ ସ୍କୁଲରେ ରହିଥିବା ପାନୀୟ ଜଳ ସମସ୍ୟାର ସମାଧାନ ତୁରନ୍ତ କରାଯିବ ବୋଲି ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like