-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

*ଜିଲ୍ଲା ସ୍ତରୀୟ ସମବାୟ ବିକାଶ କମିଟି ବୈଠକ, କୃଷି ଓ କୃଷକର ଉନ୍ନତି ପାଇଁ ସମବାୟ ବିକାଶ ଅତ୍ୟନ୍ତ ଆବଶ୍ୟକ - ଜିଲ୍ଲାପାଳ*।

29-Nov-2025



(ଡୋଲେଶ୍ୱର ବାଗ)
ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ  ଜିଲ୍ଲା ସ୍ତରୀୟ ସମବାୟ ବିକାଶ  କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି l ସ୍ଥାନୀୟ ସଦଭାବନା ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସୁବାସ ଚନ୍ଦ୍ର ରଇତ, ଉପ ଜିଲ୍ଲାପାଳ ଶୂର୍ମି ସୋରେନ୍ , ଡି ଆର୍ ସି ଏସ ଶିବ ପ୍ରସାଦ ସ୍ୱାଇଁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରିୟ ଅଧିକାରୀ  ଉପସ୍ଥିତ ଥିଲେ l ସମସ୍ତଙ୍କୁ ସ୍ବାଗତ କରି ଜିଲ୍ଲାପାଳ କହିଲେ ଯେ କୃଷି ଓ କୃଷକର ସର୍ବାଙ୍ଗୀନ ଉନ୍ନତି ପାଇଁ ସମବାୟ ସଂସ୍ଥାର ବିକାଶ ଅତ୍ୟନ୍ତ ଆବଶ୍ୟକ l ପ୍ରାଥମିକ ସ୍ତରରେ ଏହା କୃଷକ ମାନଙ୍କ ସମସ୍ତ ଆବଶ୍ୟକତା ପୂରଣ କରି ଗ୍ରାମାଞ୍ଚଳର କୃଷକ ମାନଙ୍କ ବିଶ୍ୱାସ ଭାଜନ ହୋଇଥାଏ l ସମବାୟ ସୁରକ୍ଷିତ ରହିଲେ କୃଷକ ସମାଜ ସମୃଦ୍ଧ ହେବ l ଏହାପରେ ଆସନ୍ତା ବର୍ଷ ପାଇଁ ନୂଆପଡ଼ା ଜିଲ୍ଲାର ସମବାୟ ବିକାଶ ଉପରେ ବିଶଦ ଆଲୋଚନା କରାଯାଇଥିଲା। ଏହି ବୈଠକ ରେ ସମସ୍ତ ସମବାୟ ସମିତି  ସଭାପତି ଓ ସମ୍ପାଦକ ମାନେ ଯୋଗଦାନ କରି ନୂଆପଡ଼ା ଜିଲ୍ଲା ରେ ସମବାୟର ବିକାଶ ପାଇଁ ସୁଚିନ୍ତିତ ମତାମତ ରଖିଥିଲେ । ନୂଆପଡ଼ା ଜିଲ୍ଲାରେ ଖରିଫ ଧାନ କିଣା, ସାର ଓ ବିହନ ର ସୁବଣ୍ଟନ, କେ ସି ସି ଋଣ ପ୍ରଦାନ, ମାଇକ୍ରୋ ଏ ଟି ଏମ ଦ୍ଵାରା ଟଙ୍କା ଉଠାଣ କରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like