-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

*ଖଡ଼ିଆଳ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦ୍ଘାଟିତ*

29-Nov-2025



(ଡୋଲେଶ୍ୱର ବାଗ)
ଖଡ଼ିଆଳ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ କ୍ରୀଡା ବାର୍ଷିକ ଉତ୍ସବ ଉଦ୍ଘାଟିତ ହୋଇଯାଇଛ। ମଶାଲ ସମଲେଶ୍ଵରୀ ମନ୍ଦିର ରୁ ବାହାରି ଜ୍ୟୋତି ଅଧ୍ୟକ୍ଷ ପ୍ରଶାନ୍ତ କୁମାର ପଣ୍ଡାଙ୍କୁ ପ୍ରଦାନ କରିଥିଲେ। କ୍ରୀଡା ପତାକା ଉତ୍ତୋଳନ ପରେ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା । କ୍ରୀଡାବିତ ମାନେ ନୀତି ନିୟମ, ଶୃଙ୍ଖଳା, ନିରପେକ୍ଷରେ  କ୍ରୀଡା ଉତ୍ସବ ଭାଗ ନେବାକୁ ଆହ୍ବାନ କରି ସଂକଳ୍ପ ଗ୍ରହଣ କରାଯାଇଥିଲା । ଅଧ୍ୟକ୍ଷ ଶ୍ରୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବାର୍ଷିକ କ୍ରୀଡା ଉତ୍ସବରେ ଉପ -ସଭାପତି ତଥା ଯୁକ୍ତ ଦୁଇ ଅଧ୍ୟକ୍ଷ ଡ଼ ରଣବୀର ସିଂହ, ସହଯୋଗୀ  ଉପସଭାପତି  ଅଧ୍ୟାପିକା ସଂତୋଷି ଶର୍ମା , ଅଧ୍ୟାପକ ମୌସମ ପ୍ରଧାନ, ଅଧ୍ୟାପକ ସୂର୍ଯ୍ୟକାନ୍ତ ଠାକୁର ,ଶାରୀରିକ ଶିକ୍ଷା ବିଭାଗ ଅଧ୍ୟାପକ ଡ଼ ସରୋଜ କୁମାର  ପଣ୍ଡା, ଅଧ୍ୟାପିକା ରୀତା ଦାସ ,ପରୀକ୍ଷା ନିୟନ୍ତ୍ରକ ସୁନୀଲ କୁମାର ପାଢୀ, ଅଧ୍ୟାପିକା ଡ଼ ଗୀତାଶ୍ରୀ ପ୍ରିୟମ୍ବଦା, ଅଧ୍ୟାପିକା ରାଜଲଷ୍ମୀ ରଥ, କ୍ୟାପଟେନ ଡ଼ ଵିଷ୍ଣୁ ଦେବ ସିଂ ମଲ୍ଲିକ, ଅଧ୍ୟାପିକା ଶିଲା ତ୍ରିବେଦୀ,  ପ୍ରଣତି ପଣ୍ଡା,  ବିୟୁଟି ଅଗ୍ରୱାଲ, ଗୁଣବନ୍ତ  ସାହୁ, ମେଘନାଦ ସୁନା , ଡ଼ ରାଜ କୁମାର ରତେଙ୍କ ତତ୍ୱାବଧାନରେ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ବିଭିନ୍ନ ଖେଳର ପ୍ରତିଯୋଗିତା ଅନୁଷ୍ଠିତ ହୋଇଅଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like