-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

*ଶିକ୍ଷା ବିଭାଗ ପକ୍ଷରୁ ପେନସନ ବିଦାୟ ସମାରୋହ*-- *ଅବସର ଜୀବନ ଟା ବାର୍ଦ୍ଧକ୍ୟ ନୁହେଁ ବୋଲି ସଂକଳ୍ପ ନେଲେ ଜୀବନ ଟା ସୁନ୍ଦର ହୋଇଯିବ* - *ଜିଲ୍ଲାପାଳ*

29-Nov-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
ଜିଲ୍ଲା ଶିକ୍ଷା ପରିବାର ର ଇତିହାସରେ ପ୍ରଥମ ଥର ପାଇଁ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ସୋନପୁର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଚାକରି ର ଶେଷ ଦିନରେ ଉଚ୍ଚ ବିଦ୍ୟାଳୟ ଶିକ୍ଷକ ଓ କର୍ମଚାରୀଙ୍କ ପେନ୍ସନ ବିଦାୟ ସମାରୋହ ରେ ଯୋଗ ଦେଇଥିଲେ । ସମାରୋହରେ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ମିନାରାଣୀ ମଙ୍ଗଳ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଘନଶ୍ୟାମ ମେହେର,  କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଓ ଗଣ ମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ । ଡ. ସାହୁ ଅନ୍ତିମ ପେନ୍ସନ ପତ୍ର ସହିତ ସ୍ମୃତିଫଳକ ହସ୍ତାନ୍ତର କରି ଶ୍ରୀ ସୌମିତ୍ରି ପାଢ଼ୀ, ହିନ୍ଦୀ ଶିକ୍ଷକ, ଗଣେଶ୍ୱର ହାଇସ୍କୁଲ, ପଞ୍ଚମହଲା, ଓ ଶ୍ରୀ ସନ୍ତୋଷ କୁମାର ସାହୁ, ହିନ୍ଦୀ ଶିକ୍ଷକ, ମେଣ୍ଢା ହାଇସ୍କୁଲ ଓ ଶ୍ରୀ ଚନ୍ଦିଆ ମାଝି, କନିଷ୍ଠ ସହାୟକ, ବଡକର୍ଲେ ଙ୍କୁ ସମ୍ମାନିତ କରିଥିଲେ l

ଅବସର ଜୀବନ  ଗୋଟେ ବାର୍ଦ୍ଧକ୍ୟ ନୁହେଁ ବୋଲି ଆପଣ ଯଦି ମନ ରେ ଭାବି ନେବେ, ଓ ସମୟ ସ୍ରୋତ ରେ ଯାହା ସବୁ ଘଟେ ତାକୁ ଯଦି ବାସ୍ତବ କ୍ଷେତ୍ରରେ ଗ୍ରହଣ କରିବେବେ ତାହେଲେ ପରବର୍ତ୍ତୀ ଜୀବନ ଟା ସୁନ୍ଦର ହୋଇଯିବ ବୋଲି ଡ଼. ସାହୁ ପ୍ରକାଶ କରିଥିଲେ l ଓ ପରିବାର, ମିତ୍ର ଓ ସମାଜ ପ୍ରତି ଆଗାମୀ ଜୀବନକୁ ଉତ୍ସର୍ଗ କରି ଜୀବନ କୁ ସୁଖମୟ ଓ ସାର୍ଥକ କରିବାକୁ ପ୍ରେରଣା ଦେଇଥିଲେ । ଶ୍ରୀମତୀ ମିନାରାଣୀ ମଙ୍ଗଳ ଓ କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କୁ ସେମାନଙ୍କର ଉତ୍ସାହ, ସମର୍ପଣ ଓ ସମୟୋପଯୁକ୍ତ କାର୍ଯ୍ୟସାଧନ ଓ ପରିବେଶ ସ୍ୱଚ୍ଛତା ପାଇଁ ଧନ୍ୟବାଦ ଦେଇଥିଲେ। ପେନ୍ସନ ପତ୍ର ସମୟୋପଯୁକ୍ତ ଭାବରେ ତିଆରି କରିବାରେ ଶ୍ରୀ ମନୋରଞ୍ଜନ ନାୟକ, ହିସାବ ନିୟନ୍ତ୍ରକ, ଓଡିଶା ଓ ଶ୍ରୀ ପଦାରବିନ୍ଦ ମହାପାତ୍ର, ସହ ହିସାବ ନିୟନ୍ତ୍ରକ, ଓଡିଶା ଙ୍କ ଅତି ଗୁରୁତ୍ବପୂର୍ଣ ଅବଦାନ ଥିଲା । ଏହି ପେନ୍ସନ ବିଦାୟ ସମାରୋହ କୁ ଉପ ବିଭାଗୀୟ ଅଧିକାରୀ ଶ୍ରୀ ଚିତ୍ତରଞ୍ଜନ ତରସିଆ ସଂଚାଳନା କରିଥିଲେ। ପରିଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇ ସଭା ସାଙ୍ଗ କରାଯାଇ ଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like