-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ଲୁର୍କୀ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ

29-Nov-2025



ତୁଷୁରା  (ପଞ୍ଚାନନ ନାଏକ): ବଲାଙ୍ଗିର ଜିଲ୍ଲା ଗୁଡଭେଲ ବ୍ଲକ ଅନ୍ତର୍ଗତ ସମରା ପଞ୍ଚାୟତ ଲୁର୍କୀ ଗ୍ରାମର ଚୈତନ୍ଯମଣ୍ଡପ ଠାରେ ୧୫୦ ତମ ଧନୁଯାତ୍ରା ମହୋତ୍ସବ ପାଇଁ କମିଟି ପୂର୍ଵତନ ସଭାପତି ସରୋଜ କୁମାର ପ୍ରଧାନଙ୍କ ସଭାପତିତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେଇଯାଇଛି ଆସନ୍ତା ୨୯ ରୁ ୩ ତାରିଖ ପର୍ଯ୍ୟନ୍ତ ଧନୁଯାତ୍ରା ମହୋତ୍ସବ ଅନୁଷ୍ଠିତ ହେବାକୁ ଥିବା ବେଳେ ନୂତନ କମିଟି ଗଠନ ହୋଇଛି ସର୍ବସମ୍ମତି କ୍ରମେ ସଭାପତି ଭାବେ ଆନନ୍ଦ ପ୍ରଧାନ ଉପସଭାପତି ଭାବେ ରଞ୍ଜନ ଚନ୍ଦନ ସମ୍ପାଦକ ଭାବେ ଅର୍ଜୁନ ପ୍ରଧାନ ସହ ସମ୍ପାଦକ ଅଶୋକ ପ୍ରଧାନ ଉପଦେଷ୍ଟା ଯଦୁମଣି ପ୍ରଧାନ, ଚେଳାନନ୍ଦ ଭୋଇ,ସୁରେନ୍ଦ୍ର ପ୍ରଧାନ, କରୁଣାକର ପ୍ରଧାନଙ୍କୁ ଚୟନ କରାଯାଇଥିଲା ଏଥିରେ କମିଟିର ପଞ୍ଚାନନ୍‌ ନାଏକ,ପ୍ରଶାଦୁ ପ୍ରଧାନ, ପଞ୍ଚାନନ ଭୋଇ, ଆକାଶ ପ୍ରଧାନ, ଶ୍ୟମ ବିଶ୍ୱାଲ, ରମେଶ ବଗର୍ତ୍ତୀ, ପ୍ରଶାନ୍ତ ପ୍ରଧାନ, ରାଜା ମନହିରା ଉପସ୍ଥିତ ରହିଥିଲେ l ୧୫୦ ବର୍ଷରୁ ଉର୍ଦ୍ଧ ହେବ ଏହି ଅନୁଷ୍ଠାନ ସେଥିପାଇଁ ଗୁଡଭେଲା ବ୍ଲକ ପ୍ରଶାସନ ତଥା ସରକାର ତରଫରୁ କିଛି ସହାୟତା ମିଳିଲେ ଆହୁରି ଉନ୍ନତ ମନର ହୋଇ ପାରିବ ବୋଲି ଲୁର୍କୀ ବାସିନ୍ଦା ଦାବି କରୁଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like