-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||     

HOME   ଜିଲ୍ଲା

*ରାଷ୍ଟ୍ରୀୟ ପୋଷ୍ୟ ସନ୍ତାନ ଗ୍ରହଣ ସଚେତନତା ରାଲି ଅନୁଷ୍ଠିତ* - *ସାଇକେଲ ରାଲି ରେ ଜିଲ୍ଲାପାଳ*

29-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଓ ଜିଲ୍ଲା ପ୍ରଶାସନ ମିଳିତ ସହଯୋଗରେ ରାଷ୍ଟ୍ରୀୟ ପୌଷ୍ୟ ସନ୍ତାନ ଗ୍ରହଣ ସଚେତନା କାର୍ଯ୍ୟକ୍ରମ ଅବସରରେ ଏକ ସାଇକେଲ ରାଲୀ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଡ. ନୃପରାଜ ସାହୁ ଯୋଗଦେଇ ପୌଷ୍ୟ ସନ୍ତାନ ଗ୍ରହଣ ବ୍ୟବସ୍ଥା ବିଷୟରେ କହିଥିବା ବେଳେ ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପଧାନ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାସ ପୌଷ୍ୟ ସନ୍ତାନ ଗ୍ରହଣ ର ବିଭିନ୍ନ ସୋପାନ ତଥା ଆବଶକୀୟ ତଥ୍ୟ ଉପସ୍ଥାପନ କରିଥିଲେ l ଏହି ଅବସରରେ ଏକ ସଚେତନତା ସାଇକେଲ ରାଲୀ କୁ ଜିଲ୍ଲାପାଳ ଓ  ଅତିରିକ୍ତ ଜିଲ୍ଲାପାଳ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ l ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଞ୍ଜୀବ ସାହୁ ନିଜେ ସାଇକଲ ଚଲାଇ ରାଲିରେ ସାମିଲ ହେବା ସହିତ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ସହ ସମାଜକୁ ସଚେତନ କରାଯାଉଥିବା ଦେଖାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସୋନପୁର କଲେଜ ଏନସିସି, ପଦ୍ମିନୀ ଦେବୀ କଲେଜ, ମଡେଲ ଡ଼ିଗ୍ରୀ କଲେଜର ଛାତ୍ରଛାତ୍ରୀ ଓ ଅଙ୍ଗନବାଡି କର୍ମୀ ପ୍ରମୁଖ ଯୋଗ ଦେଇଥିଲେ ।  ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସୂଚନା ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର ଆଇନ ଅଧିକାରୀ କେଶବ ଚନ୍ଦ୍ର ମେହେର,  ଗୌତମ ମହାପାତ୍ର, ବିଜୟ ବିଶ୍ୱାଳ, ଥବିର କାଲସେ, ପ୍ରଶାନ୍ତ ମହାକୁଡ଼, ରୁଦ୍ର ପ୍ରସନ୍ନ ମିଶ୍ର, ଜିତେନ୍ଦ୍ର ମଣ୍ଡଳ, ସରିତା ସୁନା, ମାନିନୀ ମହାନ୍ତି, ମୃତୁଞ୍ଜୟ, ଅନିଲ ମହଲା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026

You Might Also Like