-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||     

HOME   ଜିଲ୍ଲା

ସାମ୍ବାଦିକ ସତ୍ୟ ନାରାୟଣ ବେହେରାଙ୍କ ଚତୁର୍ଥ ଶ୍ରାଦ୍ଧ ଦିବସରେ ପଲ୍ଲୀ ନିକେତନକୁ ସ୍ମୃତି ସେବା ସମ୍ମାନ

29-Nov-2025



ସେ ଥିଲେ ମଣିଷ ପରି ମଣିଷଟିଏ ।ଜଣେ ନିଆରା ବ୍ଯକ୍ତିତ୍ବ ଥିଲେ ବଲାଙ୍ଗୀର ର ବରିଷ୍ଠ ସାମ୍ବାଦିକ,  ଜିଲ୍ଲା ସାମ୍ବାଦିକ ସଂଘର ପ୍ରତିଷ୍ଠାତା ସଭାପତି,ମଂଚ ଓ ଚଳଚ୍ଚିତ୍ର  ଅଭିନେତା,ସଂସ୍କୃତି ଗବେଷକ ତଥା ସାରସ୍ବତ ସାଧକ ସ୍ବର୍ଗତ ସତ୍ଯନାରାୟଣ ବେହେରା । ତାଙ୍କର ଆଦର ପଣ, ସମସ୍ତଙ୍କୁ ଆପଣାର କରିନେବାର ଭାବ ଆଜିର ସମୟରେ ବିରଳ। ତାଙ୍କର  ଅବର୍ତ୍ତମାନରେ  ଦୁଃଖୀ ମଣିଷ ମୁହଁରେ ମୁହଁରେ ଟିକିଏ  ହସ ଫୁଟାଇ ପାରିଲେ ହିଁ ତାଙ୍କ ପ୍ରତି  ହେବପ୍ରକୃତ ଶ୍ରଦ୍ଧାସୁମନ  ବୋଲି କହିଛନ୍ତି  ବହୁ ବିଶିଷ୍ଟ ବକ୍ତା

ବଲାଙ୍ଗୀରରେ   ପରିତ୍ୟକ୍ତା ଅସହାୟ ମହିଳା ଓ  ଶିଶୁ ମାନଂକୁ  ଆଶ୍ରୟ ଦେଇ ଥିବା  ଅନୁଷ୍ଠାନ ପଲ୍ଲୀ  ନିକେତନ ଦ୍ୱାରା  ପରିଚାଳିତ ସ୍ଵଧାର ଗୃହ ବା ଶକ୍ତି ସଦନକୁ ସତ୍ଯନାରାୟଣ ବେହେରା ସ୍ମୃତି ସେବା ସମ୍ମାନ ପ୍ରଦାନ ଅବସରରେ ସାମ୍ବାଦିକ ସନ୍ଦୀପ କୁମାର କୁଅଁରଙ୍କ ମଂଚ ସଂଯୋଜନାର  ଅନୁଷ୍ଠିତ  ଏହି ଶ୍ରାଦ୍ଧ ବାର୍ଷିକୀ ସ୍ମୃତି ସଭା ଓ ସେବା ସମ୍ମାନ ପ୍ରଦାନ ସ୍ଵଧାର ଗୃହ ବା ଶକ୍ତି ସଦନ ପରିସରରେ ଆୟୋଜିତ ହୋଇଥିଲା।ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ, ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ, ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଓ ବଲାଙ୍ଗୀର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ସହକାରୀ

କଲେକଟର ପ୍ରଶାନ୍ତ କୁମାର ମହାପାତ୍ର, ସ୍ଵଧାର ଗୃହ  ପ୍ରକଳ୍ପ ସୁରକ୍ଷା ଅଧିକାରୀ ସୁଜାତା ଦୋରା, ଶିକ୍ଷାବିତ  ସନାତନ ଠାକୁର ଯୋଗଦେଇଥିଲେ। ସ୍ଵଧାର ଗୃହ ତରଫରୁ ଏହି ସମ୍ମାନ ଗ୍ରହଣ କରିଥିଲେ ଏହାର ସମ୍ପାଦକ ଉଚ୍ଚାଟାନନ୍ଦ ମହାକୁର ଓ ଅନ୍ୟମାନେ।ଧନ୍ୟବାଦ ଅର୍ପଣ କରିଥିଲେ  ସାମ୍ବାଦିକ ଶରତ ଚନ୍ଦ୍ର ମିଶ୍ର।   ପରେ ପରେ ନ୍ୟାସ ଦ୍ବାରା ଆୟୋଜିତ  ସ୍ଵଧାର ଗୃହ ଅନ୍ତେବାସୀଙ୍କ ସହ ଏକା ସାଙ୍ଗରେ ବସି  ଭୋଜନ କରିଥିଲେ ନିମନ୍ତ୍ରିତ ଅତିଥି  ଅନ୍ୟମାନେ। ଏହି କାର୍ଯ୍ୟକ୍ରମ ରେ ସହଯୋଗ  କରିଥିଲେ ନ୍ୟାସ ଟ୍ରଷ୍ଟି ସୁଧାକର ବେହେରା, ସୁନୀଲ ବେହେରା, ଗୁପ୍ତେଶ୍ୱର ପୃଷ୍ଟି, ଦେବଦତ୍ତ ବେହେରା  ପ୍ରମୁଖ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026

You Might Also Like