-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଜିଲ୍ଲାରେ ହସ୍ତତନ୍ତ କ୍ଷେତ୍ରରେ ବ୍ୟବସାୟ ସୁଯୋଗ ଓ ସାଇବର ସୁରକ୍ଷା ଉପରେ ସଚେତନତା କାର୍ଯ୍ୟକ୍ରମ*- *ହସ୍ତତନ୍ତ କ୍ଷେତ୍ରରେ ସୁବର୍ଣ୍ଣପୁର ଜିଲ୍ଲାର ଆହୁରି ସୁନାମ ହେଉ*- *ଜିଲ୍ଲାପାଳ*

30-Nov-2025



(ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ସ୍ଥିତ ସଂସ୍କୃତି ଭବନ ଠାରେ ରପ୍ତାନି, ପ୍ରୋତ୍ସାହନ ଏବଂ ବିପଣନ ନିର୍ଦ୍ଦେଶାଳୟ, ଭାରତ ସରକାର, ଏମ. ଏସ. ଏମ.ଇ ବିଭାଗ, ଓଡ଼ିଶା ସରକାର ଓ ସୁବର୍ଣ୍ଣପୁର ଜିଲ୍ଲା ର ମମତା ଡୋରି ଅନୁଷ୍ଠାନର  ମିଳିତ ଉଦ୍ୟମରେ ସୁବର୍ଣ୍ଣପୁର ଜିଲ୍ଲାରେ ହସ୍ତତନ୍ତ କ୍ଷେତ୍ରରେ ବ୍ୟବସାୟ ସୁଯୋଗ ଓ ସାଇବର ସୁରକ୍ଷା ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼. ନୃପରାଜ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଟେକ୍ସଟାଇଲ୍ କ୍ଷେତ୍ରରେ ଆମ ଜିଲ୍ଲା ର ନାଁ ରହିଛି, ଏ କ୍ଷେତ୍ରରେ ବ୍ୟବସାୟ ର ପର୍ଯ୍ୟାପ୍ତ ସୁଯୋଗ ମଧ୍ଯ ରହିଛି, ତେଣୁ ଏ କ୍ଷେତ୍ରରେ ସାରା ଭାରତ ରେ ବିଶ୍ଵ ରେ ଆମ ଜିଲ୍ଲା ର ଆହୁରି ସୁନାମ ଆଣିବାକୁ ସମସ୍ତେ ପ୍ରାୟସ କରିବାକୁ ଜିଲ୍ଲାପାଳ ପରାମର୍ଶ କରି ଥିଲେ |

ଦାନ କରିଥିବା ବେଳେ ଶ୍ରୀ ତୁଷାର କାନ୍ତ ପଣ୍ଡା ଡି.ଇ.ପି.ଏମ, ଏମ.ଏସ.ଏମ.ଇ ବିଭାଗ, ଓଡ଼ିଶା ସରକାର, ଶ୍ରୀ ପ୍ରଦୀପ୍ତ ଦାଶ , ରାଜ୍ୟ ପ୍ରଭାରୀ, ହସ୍ତତନ୍ତ କମିଟି, ହସ୍ତତନ୍ତ ମନ୍ତ୍ରଣାଳୟ, ଭାରତ ସରକାର, ଶ୍ରୀ ବୈଷ୍ଣବ ଦାଶ, ନ୍ୟାୟିକ ମୁଖ୍ୟ, ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ, ହସ୍ତତନ୍ତ କାର୍ଯ୍ୟାଳୟ ସୋନପୁର ଓ ସୋନପୁର ସ୍ଥିତ ମମତା ଡୋରି ଅନୁଷ୍ଠାନର ନିର୍ଦ୍ଦେଶିକା ଶ୍ରୀମତି ମମତା ଦାସ ଓ ଶ୍ରୀ କମଲ କୁମାର ସାହୁ, ଏଫ୍.ଆଇ.ଇ.ଓ ମୁଖ୍ୟ, ଓଡ଼ିଶା ଚାପ୍ଟର ଏମ.ଓ.ସି, ଭାରତ ସରକାର , ଆଶୁତୋଷ ହୋତା, ଶୁକ୍ଳାମ୍ବର ପାଣିଗ୍ରାହୀ OASMl ସଭାପତି ସୁବର୍ଣ୍ଣପୁର ଜିଲ୍ଲା, ସିଦ୍ଧେଶ୍ୱର ମିଶ୍ର O A S M l ସଭାପତି ବଲାଙ୍ଗିର , ସଂସ୍କୃତି ଗବେଷକ ଚୌଧୁରୀ ବିଭାର  ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।                      ଏହି ସଚେତନତା ସଭାରେ ସୁବର୍ଣ୍ଣପୁର ଜିଲ୍ଲାରେ ହସ୍ତତନ୍ତ ଶିଳ୍ପ କ୍ଷେତ୍ରରେ ପର୍ଯ୍ୟାପ୍ତ ବ୍ୟବସାୟିକ ସୁଯୋଗ ଥିବା ଓ ସାଇବର ସୁରକ୍ଷା ଉପରେ  ଅତିଥି ମାନେ ମତ ରଖି ଥିଲେ l  ଏହି ଅବସରରେ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀ, ନୂତନ ଏସ ଡି ପି ଆର ଓ ମିସ୍ ସୁନା ଙ୍କ ସମେତ ବିଭିନ୍ନ ସମ୍ବାଦପତ୍ର ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି , ଓ ବ୍ୟବସାୟୀ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026

You Might Also Like