-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||     

HOME   ଜିଲ୍ଲା

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଶିଶୁ ସୁରକ୍ଷା ଓ ସ୍ୱାଧିକାର ଆଇନ ସମ୍ବନ୍ଧୀୟ ସଚେତନତା କାର୍ଯ୍ୟକ୍ରମ

30-Nov-2025



ବଲାଙ୍ଗୀର, (ପ୍ରେରଣା ଖବର) ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଜିଲ୍ଳା ଶିଶୁ ସୁରକ୍ଷା ୟୁନିଟ ବଲାଙ୍ଗିର ଏବଂ ମହାବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଓ ଶକ୍ତିଶ୍ରୀର ମିଳିତ ଆନୁକୁଲ୍ୟରେ ଶିଶୁ ସୁରକ୍ଷା ଆଇନ ସଂପର୍କରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦର ସଭାପତିତ୍ବ କରିବା ସହିତ ଏହି କାର୍ଯ୍ୟକ୍ରମର ଆଭିମୁଖ୍ୟ ଓ ଅଭିଲକ୍ଷ୍ୟ ସଂପର୍କରେ ଅବଗତ କରାଇଥିଲେ। ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ବଲାଙ୍ଗିରରେ କାର୍ଯ୍ୟରତ ବିଶିଷ୍ଟ ସମାଜସେବୀ ଅରୁଣ ଖୁଆସ ଯୋଗଦେଇ ଶିଶୁ ସୁରକ୍ଷା ଆଇନ, ଶିଶୁ ଅଧିକାର ଆଇନ, ବାଲ୍ୟବିବାହ ନିଷେଧ ଆଇନ, ଭ୍ରୁଣ ଚିହ୍ନଟ ନିଷେଧ ଆଇନ, ଯଶୋଦା ଯୋଜନା,ଗ୍ରୀନ ମେସେଜ ଯୋଜନା ସଂପର୍କରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ । ମହାବିଦ୍ୟାଳୟର ସହକାରୀ ପ୍ରଫେସର ବନ୍ଦନା ବାର ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଏବଂ ଶକ୍ତିଶ୍ରୀ ସଂପର୍କରେ ସୂଚନା ପ୍ରଦାନ କରିଥିଲେ। ସହକାରୀ ପ୍ରଫେସର ଡକ୍ଟର ଶ୍ରୀକାନ୍ତ କୁମାର ବାରିକ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଅଧ୍ୟାପକ ହୃଷୀକେଶ ଦାସ ଆନୁଷ୍ଠାନିକ ଭାବେ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ଜିଲ୍ଳାର ସମାଜସେବୀ ହରିବନ୍ଧୁ ରାଉତ, ଡଲି ସାହୁଙ୍କ ସମେତ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026

You Might Also Like