-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

ଅନ୍ତେବାସୀ ଛାତ୍ର ଗୁରୁତର ଘଟଣା: ରାତିଅଧରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ନିଲମ୍ବିତ, ରୋଷେୟା ବହିଷ୍କୃତ*

30-Nov-2025



(ପ୍ରିୟଦର୍ଶିନୀ ପାତ୍ର,)
ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍‌ କୋକଡ଼ି ସେମଲା ଆଶ୍ରମ ବିଦ୍ୟାଳୟ ହଷ୍ଟେଲ ରୋଷେଇଘରେ ଗତ ୨୦ ତାରିଖରେ ପ୍ରେସରକୁକର ଫାଟି ସପ୍ତମ ଶ୍ରେଣୀ ଛାତ୍ର ଧନେଶ୍ୱର ଭତ୍ରାଙ୍କ ମୁହଁ କ୍ଷତିବିକ୍ଷକ୍ତ ହୋଇଥିଲା। ସ୍କୁଲ ଓ ହଷ୍ଟେଲ କର୍ତ୍ତୃପକ୍ଷ ତାଙ୍କୁ ଡାକ୍ତରଖାନା ନ ନେଇ ହଷ୍ଟେଲ ଭିତରେ ଦୀର୍ଘ ୯ ଦିନ ଧରି ତାଲା ପକାଇ ରଖିଥିଲେ।ତେବେ ଶୁକ୍ରବାର କୌଣସି ସୂତ୍ରରୁ ଖବର ପାଇ ନବରଙ୍ଗପୁର ପୂର୍ବତନ ଏମ୍‌ପି ତଥା ବିଜେଡି ବରିଷ୍ଠ ସାଧାରଣ ସମ୍ପାଦକ ପ୍ରଦୀପ ମାଝୀ ହଷ୍ଟେଲ ପାଚେରି ଡେଇଁ ତାଙ୍କୁ ଉଦ୍ଧାର କରିଥିଲେ। ଏଥିସହ ରାତି ୧୦ଟାରେ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟକୁ ଆସି ଛାତ୍ରଙ୍କୁ ଜିଲାପାଳଙ୍କୁ ହସ୍ତାନ୍ତର କରିଥିଲେ। ଗଣଶିକ୍ଷା ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ମଙ୍ଗଳ ବିଭାଗ ପକ୍ଷରୁ ହଷ୍ଟେଲ ପରିଚାଳନା ହେଉଥିବା ବେଳେ ଏ ବିଷୟରେ କୌଣସି ଅଧିକାରୀ କିପରି ଜାଣିପାରିଲେ ନାହିଁ ବୋଲି ପ୍ରଦୀପ ପ୍ରଶ୍ନ କରିଥିଲେ। ଜିଲାପାଳ ମଧ୍ୟ ସମାନ ପରିମାଣର ଦାୟୀ ବୋଲି ପ୍ରଦୀପ ତାଙ୍କୁ ସିଧାସଳଖ କହିଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏହି ଘଟଣାରେ ରାତିଅଧିଆ ବିଦ୍ୟାଳୟ ପ୍ରଧାନ ଶିକ୍ଷକ କାଙ୍ଗାଳି ଚରଣ ସେଠୀ ଓ ହଷ୍ଟେଲ ପରିଚାଳକ କପିଲ ସରାବୁଙ୍କୁ କୋଷାଗୁମୁଡ଼ା ବିଇଓ ନିଲମ୍ବିତ କରିଛନ୍ତି। ପିଏଆଇଟିଡି ରାଜୀବ କୁମାର ସାହୁ ହଷ୍ଟେଲ ରୋଷେୟା ଡମ୍ବରୁ ଭତରାକୁ କର୍ଯ୍ୟଚ୍ୟୁତ କରିଛନ୍ତି । ଜିଲାପାଳ ଏହି ଘଟଣା ସମ୍ପର୍କରେ ଶିକ୍ଷା ଓ ମଙ୍ଗଳ ବିଭାଗକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରଖିଛନ୍ତି । ବାରମ୍ବାର ବିଦ୍ୟାଳୟ ଓ ହଷ୍ଟେଲ ମାନଙ୍କରେ ଛାତ୍ରୀଛାତ୍ର କୌଣସି କାରଣରୁ ସ୍ବାସ୍ଥ୍ୟ ଖରାପ ହେବ ଓ ଆହତ ହେଲେ ତୁରନ୍ତ ଚିକିତ୍ସା କରାଇବା ଓ ଅଧିକାରୀଙ୍କୁ ଜଣାଇବା ପାଇଁ ଜିଲ୍ଲାପାଳ, ଜିଲା ଶିକ୍ଷା ଅଧିକାରୀ ଓ ଜିଲା ମଙ୍ଗଳ ଅଧିକାରୀ ନିର୍ଦ୍ଦେଶ ଦେବା ସତ୍ତ୍ୱେ ଏହିଭଳି ଘଟଣାଗୁଡ଼ିକ ଘଟୁଛି । ଏନେଇ ଜିଲାପାଳ ବିରକ୍ତି ଭାବ ମଧ୍ୟ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like