-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

ତୁଷୁରା କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ

30-Nov-2025



ତୁଷୁରା( ପଞ୍ଚାନନ ନାଏକ )ବଲାଙ୍ଗିର ଜିଲ୍ଲାର ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା ଏନ୍ଏସି କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଗତ ଅକ୍ଟୋବର ମାସରୁ ପ୍ରତି ମାସର ଦ୍ଵିତୀୟ, ତୃତୀୟ ଓ ଚତୁର୍ଥ ଶନିବାର ଦିନ କ୍ରମାନୁସାରେ ଗୋଟିଏ ଗୋଟିଏ ବିଦ୍ୟାଳୟ ରେ ଶିକ୍ଷକ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ ହେଉ ଅଛି। ଏହି କ୍ରମରେ ଆଜି ତୁଷୁରା ବାଳିକା ନୋଡାଲ୍ ହାଇସ୍କୁଲ ଠାରେ ଉକ୍ତ କର୍ମଶାଳା ସିଆର୍‌ସିସି ଜଗମୋହନ ତ୍ରିପାଠୀଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇ ଯାଇଛି।‌ ଏହି କର୍ମଶାଳାରେ ପ୍ରତ୍ୟେକ ବିଦ୍ୟାଳୟର ଏଫ୍‌ଏଲ୍‌ଏନ୍ ଶିକ୍ଷକ ଓ ବ୍ଲକ୍ ଏଲ୍‌ଏଲ୍‌ଏଫ୍ ଟିମ୍ ଯୋଗ ଦେଇ ଦିନ ତମାମ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରିଥାନ୍ତି। ଶ୍ରୀ ତ୍ରିପାଠୀ ଆମ୍ଭ ସାମ୍ବାଦିକଙ୍କୁ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, ଏହା ଦ୍ବାରା ସଂପୃକ୍ତ ବିଦ୍ୟାଳୟର ଟିଏଲ୍‌ଏମ୍ ଅଭାବ ପୂରଣ ଓ ପଢିବା, ଗଢିବା ଓଡିଶା କାର୍ଯ୍ୟକ୍ରମ ଓ ଦୈନନ୍ଦିନ ଶିକ୍ଷଣ କାର୍ଯ୍ୟ ପାଇଁ ପର୍ଯ୍ୟାପ୍ତ ପରିମାଣର ଶିକ୍ଷଣ ସାମଗ୍ରୀ ଉପଲବ୍ଧ ହୋଇ ପାରିବ ଯାହାଦ୍ବାରା ପିଲା ମାନଙ୍କୁ ଗୁଣାତ୍ମକ ଶିକ୍ଷାଦାନରେ ସହାୟକ ହେବ ବୋଲି କହିଛନ୍ତି । ଏଥିରେ ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନେ ପୂର୍ଣ୍ଣ ସହଯୋଗ କରୁଛନ୍ତି। ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ସୃଷ୍ଟି କରୁଥିବାରୁ ତୁଷୁରା କ୍ଲଷ୍ଟର ସିଆର୍‌ସିସି, ସମସ୍ତ ପ୍ରଧାନ ଶିକ୍ଷକ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଇଓ ନମିତା ରାଣୀ ଭୋଇ ସାଧୁବାଦ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like