-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||     

HOME   ଜିଲ୍ଲା

ରାଷ୍ଟ୍ର ଶୌର୍ଯ୍ୟ ସମୃଦ୍ଧି ୨୪ କୁଣ୍ତୀୟ ଗାୟତ୍ରୀ ମହାଯଜ୍ଞ ଉପଲକ୍ଷେ ଭୂମି ପୂଜନ ଓ ଦେବ ଦମ୍ପତ୍ତି ସମ୍ମିଳନୀ ଉତ୍ସବ ,ଗଣ୍ତାବାହାଲି

30-Nov-2025



(ଡୋଲେଶ୍ୱର ବାଗ)
ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗଣ୍ତାବାହାଲି ପବିତ୍ର ମାଟିରେ ରାଷ୍ଟ୍ର ଶୌର୍ଯ୍ୟ ସମୃଦ୍ଧି ୨୪ କୁଣ୍ତୀୟ ଗାୟତ୍ରୀ ମହାଯଜ୍ଞ ପାଇଁ ପୂଜନ ତଥା ଦେବ ଦମ୍ପତ୍ତି ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଶାନ୍ତିକୁଜ୍ଞ ହରିଦ୍ଵାରରୁ ପ୍ରତିନିଧି ଭାବରେ ଶ୍ରୀ ମିନିକେତନ ପାତ୍ର  ଉପସ୍ଥିତ ରହିଥିଲେ । ସମାଜିକ ସଂସ୍କାର, ନାରୀ ସଶକ୍ତିକରଣ,ସଂସ୍କୃତିର ରକ୍ଷା,ପାରିବାରିକ ସୁସଂପର୍କ ପ୍ରତିଷ୍ଠା, ପରିବେଶ ସୁରକ୍ଷା, ନିଶାମୁକ୍ତ ରାଷ୍ଟ୍ର ଗଠନ, କୁସଂସ୍କାର ଦୂରୀଭୂତ ଉଦେଶ୍ୟରେ ଆଗାମୀ ଜାନୁଆରୀ ୬ ତାରିଖ ହେବାକୁ ଥିବା ଭବ୍ୟ ଗାୟତ୍ରୀ ମହାଯଜ୍ଞ ପାଇଁ ଭୂମି ପୂଜନ କରାଯାଇଥିଲା । ଉତ୍ସବରେ ମୁଖ୍ୟ ଅତିଥି ଭାବରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାସ ଯୋଗଦାନକରି ଧ୍ଵଜା ରୋହଣ କରିବା ସହ ଶୁଭଖମ୍ବ ସ୍ଥାପନ କରିଥିଲେ ଓ ମାନବୀୟ ମୂଲ୍ୟବୋଧ ବିଷୟରେ ଉପସ୍ଥିତ ଯିବି ସଜ୍ଜନ ମଣ୍ଡଳୀଙ୍କୁ ମାର୍ଗଦର୍ଶନ ଦେଇଥିଲେ । ମୁଖ୍ୟ ଯଜ୍ଞକର୍ତ୍ତା ତୁଳସୀ ରାମ ମେହେର ଓ ତାଙ୍କ ଧର୍ମପତ୍ନୀ ଭଞ୍ଜନୀ ମେହେର ତଥା‌ ଗ୍ରାମର ବିଶିଷ୍ଟ ବ୍ୟକ୍ତିବିଶେଷ ଉପସ୍ଥାପିତ ରହି ଭୂମି ପୂଜନ ହୋଇଥିଲା । ଦେବ ଦମ୍ପତ୍ତି ପରସ୍ପରକୁ ମାଲ୍ୟାର୍ପଣ କରି ଦାମ୍ପତ୍ୟ ଜୀବନ ସୁଖମୟ ପାଇଁ ସଂକଳ୍ପ କରିଥିଲେ ।ଏହି କାର୍ଯ୍ୟକ୍ରମରେ ୫୦୦ରୁ ଅଧିକ ଦେବ ଦମ୍ପତ୍ତି ଯୋଗଦେବା ସହ ଅଞ୍ଚଳରୁ ଅନେକ ଶ୍ରଦ୍ଧାଳୁ ଅଂଶଗ୍ରହଣ କରିଥିଲେ ।ଭଜନସଂଗୀତ ତଥା ଦିବ୍ୟପ୍ରବଚନ ମାଧ୍ୟମରେ ସମସ୍ତେ ସାମିଳ ହେବା ସହ ଯଜ୍ଞରେ ଅନ୍ନଭୋଗ ଗ୍ରହଣ କରିଥିଲେ । ଗଣ୍ତାବାହାଲି ଗ୍ରାମର ବରିଷ୍ଠ କର୍ମକର୍ତ୍ତା, ଯୁବଗୋଷ୍ଠୀ,ମହିଳାମଣ୍ତଳୀ ତଥା ଗାୟତ୍ରୀ ଶକ୍ତିପୀଠ ସିନାପାଲି ଓ ହାତୀବନ୍ଧାର ସଦସ୍ୟ , ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ,ଉପଜୋନ ସ୍ତରୀୟ କର୍ମକର୍ତ୍ତା ଓ ଅଞ୍ଚଳର ସମସ୍ତ ଶ୍ରଦ୍ଧାଳୁ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳିଭୂତ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026

You Might Also Like