-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||     

HOME   ଜିଲ୍ଲା

*ଆର୍ଟ ଅଫ ଲିଭିଂ ପକ୍ଷରୁ ରକ୍ତ ଦାନ ଶିବିର -- ମହନୀୟତା ସେଇଠି ଥାଏ ଯେଉଁଠି ତ୍ୟାଗ ପରେ ଭୋଗ ରହିଥାଏ*-- *ଜିଲ୍ଲାପାଳ*-

30-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଆର୍ଟ ଅଫ ଲିଭିଂ ହେପିନେସ ସେଣ୍ଟର ସୋନପୁର ଶାଖା ପକ୍ଷରୁ ଆଜି ନିଜସ୍ଵ ଅଫିସ ଗୃହ ଠାରେ ଏକ ମେଗା ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ଭାବରେ ଏସପି ଶ୍ରୀ ନାରାୟଣ ନାଏକ  ଯୋଗ ଦେଇ ଶ୍ରୀ ଶ୍ରୀ ରବି ଶଙ୍କର ଙ୍କ ଫଟୋ ଚିତ୍ର ରେ ଧୂପ ଦୀପ ପୁଷ୍ପ ପ୍ରଦାନ ପୂର୍ବକ ଏହି ଶିବିର କୁ ଶୁଭ ଉଦଘାଟନ କରିଥିଲେ l ଓ ଉପସ୍ଥିତ ନୁଆ ରକ୍ତ ଦାତା କଲେଜ୍ ଛାତ୍ର ଛାତ୍ରୀ ଙ୍କୁ  ଉତ୍ସାହିତ କରିଥିଲେ l  ଶ୍ରୀ ଶ୍ରୀ ରବି ଶଙ୍କର ଙ୍କ ଜୀବନ ଦର୍ଶନ ଉପରେ ହୃଦୟ ସ୍ପର୍ଶୀ କଥା ସବୁ କହି ଜୀବନ ଟା ଜିଁଇବା ପାଇଁ , ଓ ଜୀବନ ଟା ଗୋଟେ ଖୁସି, ଆନନ୍ଦ , ସୁଖ ଓ ଶାନ୍ତି ବୋଲି ଜିଲ୍ଲାପାଳ  ଡ଼.ସାହୁ ମତ ପ୍ରକାଶ କରି ଜୀବନ ର ମହନୀୟତା ସେଇଠି ଥାଏ ଯେଉଁଠି ଆଗେ ତ୍ୟାଗ ପରେ ଭୋଗ ରହିଥାଏ, ଆଉ ସେଇଠି ହିଁ ଖୁବ୍ ଆତ୍ମ ସନ୍ତୋଷ ମିଳିଥାଏ ବୋଲି କହିଥିଲେ l

ଅନ୍ୟତମ ଅତିଥି ଭାବରେ ଏ ଡି ଏମ୍ ଓ ଡ଼ାକ୍ତର ଦୁର୍ଗାଦତ୍ତ ଦାଶ, ଯୁବ ସଂଗଠକ ଅରବିନ୍ଦ ବାରିକ, ଶ୍ରୀବତ୍ସ ମଲ୍ଲିକ ଯୋଗ ଦେଇ ରକ୍ତ ଦାତା ଙ୍କ ଉତ୍ସାହ ବଢାଇ ଥିଲେ l ସମସ୍ତ ରକ୍ତ ଦାତା ଙ୍କୁ ଅତିଥି ମାନଂକ ଦ୍ବାରା ମାନପତ୍ର ପ୍ରଦାନ କରି ସମ୍ବର୍ଧିତ କରାଯାଇଥିଲା l ଆଜିର ଏହି ମେଗା ରକ୍ତଦାନ ଶିବିରକୁ ଆର୍ଟ ଅଫ୍ ଲିଭିଙ୍ଗ୍ ର ଟିଚର ଭାଗ୍ୟ ଲକ୍ଷ୍ମୀ ବେହେରା, ଅରବିନ୍ଦ ବାରିକ, ଆନନ୍ଦ କନସଲ୍,ଖୁସବୁ କନସଲ୍, ବିଶ୍ଵବୀର ମିଶ୍ର, ଶିବ ଜୋଶୀ, ଦିଲ୍ଲୀପ  କର,ଚମ୍ପେଶ୍ଵର ସା, ଅର୍ଜୁନ ମେହେର,ପିୟୁଷ୍ ଅଗ୍ରୱାଲ ପ୍ରମୁଖ ପରିଚାଳନା କରିଥିବାବେଳେ ଡ଼ାକ୍ତର ଚିତ୍ତ ରଞ୍ଜନ ତ୍ରୀପାଠୀ, ରକ୍ତ ଭଣ୍ଡାର ର ଟେକନିସିଏନ୍ ଜଗତ ଦରୱ।ନ, ସତ୍ୟବ୍ରତ ତାଣ୍ଡି ,ଯୁଧିଷ୍ଠିର ନାଏକ, ଟଙ୍କଧର କଅଁର ପ୍ରମୁଖ ବିଭିନ୍ନ ପରୀକ୍ଷା ଓ ରକ୍ତ ସଂଗ୍ରହ ରେ ସହଯୋଗ କରିଥିଲେ। ଏଠାରେ ସହର ର ବହୁ ବୁଦ୍ଧିଜିବୀ ସାମ୍ୱାଦିକ ଯୋଗ ଦେଇ ଥିବା ବେଳେ ଆର୍ଟ ଅଫ ଲିଭିଂ ହେପିନେସ ସେଣ୍ଟର ସୋନପୁର ର ସମସ୍ତ ସଦସ୍ୟ  ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026

You Might Also Like