-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ଭଏସ ଅଫ୍ ଶ୍ରମିକ ଫାଉଣ୍ଡେସନ ଅଫ ଇଣ୍ଡିଆ ପକ୍ଷରୁ ସାମାଜିକ ଓ ମହିଳା ସଶକ୍ତି କରଣ କାର୍ଯ୍ୟକ୍ରମ

30-Nov-2025



ନର୍ଲା, (ଚିନ୍ତାମଣି  ନାଏକ)
ନର୍ଲାରୋଡ ସ୍ଥିତ ଦିଶା ହୋଟେଲ୍ କଫରେନ୍ସ ଠାରେ ଭଏସ ଅଫ ଶ୍ରମିକ ଫାଉଣ୍ଡେସନ ଅଫ ଇଣ୍ଡିଆ ପକ୍ଷରୁ ସାମାଜିକ ଓ ମହିଳା ସଶକ୍ତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭଏସ ଅଫ୍ ଶ୍ରମିକ ଫାଉଣ୍ଡେସନ ଅଫ ଇଣ୍ଡିଆ ଅଧ୍ୟକ୍ଷ ଶ୍ରୀଯୁକ୍ତ ବିଷ୍ଣୁ ଦାସ ଷ୍ଟେଟ୍ କୋଡିନେଟର ଅଜୟ କୁମାର ଲେଙ୍କା ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ସମାଜ ସେଵୀ ସମୀର ଚାନ୍ଦ (ବିଟୁ) ଏଵଂ ମାଡେଲ ସରପଞ୍ଚ ଯୋଗଦେଇଥିଲେ , ମ ରାମପୁର ବ୍ଳକ୍ ଓ ନର୍ଲା ବ୍ଳକ୍ ର ସମସ୍ତ ପଞ୍ଚାୟତ କୋଡିନେଟର ଅଂଶ ଗ୍ରହଣ କରିଥିଲେ ।  ଫାଉଣ୍ଡେସନ ର ମୂଳ ଲକ୍ଷ୍ୟ ନିରିହ ଗରିବ ଶ୍ରେଣୀୟ ପୁଅ ଝିଅ ମାନଙ୍କୁ ପ୍ରଥମ ଶ୍ରେଣୀ ଠାରୁ ପଞ୍ଚମ ଶ୍ରେଣୀ ପିଲା ମାନଙ୍କୁ ମାଗଣା ଶିକ୍ଷାଦାନ ଓ ଯୋଗ ଶିକ୍ଷା ଦିଆଯିବା ଶିକ୍ଷିତ ଯୁବକ ଯୁବତୀମାନଙ୍କୁ 
ବ୍ୟାପାର କରିବା ପାଇଁ ଆର୍ଥିକ ସୁବିଧା ଯୋଗାଇ ଦିଆଯିବା ନୀରିହ ନିଷ୍ପେସିତ ଝିଅ ଙ୍କ ବିବାହ ପାଇଁ ଆର୍ଥିକ ସହାୟତା ମିଳିବା ଶୁଦ୍ଧ କ୍ରିୟା ନିମନ୍ତେ ସହାୟତା ଯୋଗାଇ ଦିଆଯିବା ସହିତ ପ୍ରତ୍ୟେକ ମେମ୍ବର ମାନଙ୍କୁ ଦକ୍ଷତା ତାଲିମ୍ ଦିଆଯିବା ସହ ନିଯୁକ୍ତି ର ସୁବିଧା ଦିଆଯିବା ପାଇଁ ମଞ୍ଚଷିନ  ଅଧ୍ୟକ୍ଷ ମତବ୍ୟକ୍ତ କରିଥିଲେ ଉକ୍ତ କାର୍ଯ୍ୟକ୍ରମରେ ମ ରାମପୁର ବ୍ଲକ କୋଡିନେଟର କାଂହ୍ନା ସୁନା , ସୁପରଭାଇଜର ଟଙ୍କଧର୍ କରୁଆ, ନର୍ଲା ବ୍ଳକ୍ ଆଲୋକ ଦୁର୍ଗା, ମୋହିତ ବିଭାର  ଉପସ୍ଥିତ ରହି କାର୍ଯ୍ୟକ୍ରମ ଟିକୁ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like