-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

୩ୟ ଦିନରେ କଣ୍ଟାମାଳ ବ୍ଲକସ୍ତରୀୟ ସାଂସଦ ଖେଳ ମହୋତ୍ସବ…. ଯୁବ ଖେଳାଳିଙ୍କ ମଧ୍ୟରେ ବଢୁଛି ଆଗ୍ରହ

30-Nov-2025



କଣ୍ଟାମାଳ(ଜୟକୁମାର ମହାରଣା)- କନ୍ଧମାଳ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ କଣ୍ଟାମାଳ ବିଧାନସଭା କ୍ଷେତ୍ରର କଣ୍ଟାମାଳ ବ୍ଲକ ହାଇସ୍କୁଲ ଖେଳ ପଡିଆ, ପଞ୍ଚାୟତ କଲେଜ ପଡିଆ ଓ ଋଣ୍ଡିମହୁଲ ବାଲିଯୋରି ପଡିଆରେ ଚାଲିଥିବା ବ୍ଲକସ୍ତରୀୟ ସାଂସଦ ଖେଳ ମହୋତ୍ସବ ଶନିବାର ତୃତୀୟ ଦିବସରେ ଯୁବ ଖେଳାଳିଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଓ ଆଗ୍ରହ ଦେଖିବାକୁ ମିଳିଛି l  କନ୍ଧମାଳ ଲୋକସଭା ସାଂସଦ ସୁକାନ୍ତ ପାଣିଗ୍ରାହୀ ଙ୍କ

ଆହ୍ୱାନ କ୍ରମେ କଣ୍ଟାମାଳ ବ୍ଲକ ପ୍ରତିନିଧି ଦୀପକ ବାରିକଙ୍କ ସଂଯୋଜନା ରେ ଅନୁଷ୍ଠିତ  ବ୍ଲକସ୍ତରୀୟ ସାଂସଦ ଖେଳ ଉତ୍ସବର ତୃତୀୟ ଦିବସର ଖେଳ ପ୍ରତିଯୋଗିତା ରେ ଭାଜପା ନେତା ଗୋପାଳ ପୁରୋହିତ, ଆଇନଜୀବୀ ଯଦୁଵିହାରୀ ବାଘ,ଗ୍ରାମ ପଂଚାୟତ ଉନ୍ନୟନ ଅଧିକାରୀ ଜ୍ଞାନ ରଞ୍ଜନ ପ୍ରଧାନ, ଦେବାର୍ଚନ ନାଏକ, , ମଧୁସୁଧନ ବାଘ (ପିଣ୍ଟୁ ) ସିପୁନ ସାହୁ ପ୍ରମୁଖ ଅତିଥିଭାବେ ଯୋଗଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ   l  ଆଜି କଲେଜ ଖେଳ ପଡିଆରେ ଅନୁଷ୍ଠିତ କବାଡି, ଖୋ ଖୋ ଓ ଭଲିବଲ
ଆଦି ପ୍ରତିଯୋଗିତା ରେ ଯୁବ ଖେଳାଳି ମାନଙ୍କ ମଧ୍ୟରେ ବହୁ ଉତ୍ସାହ ଓ ଆଗ୍ରହ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଥିଲା l 

ଅନୁଷ୍ଠିତ ତୃତୀୟ ଦିନର ଖେଳ ପ୍ରତିଯୋଗିତାକୁ ସୁଦାମ ମିଶ୍ର, ମକୁନ୍ଦ ସାହୁ, ପ୍ରଦୀପ ପ୍ରଧାନ,ମହେନ୍ଦ୍ର କୁମାର ସାହୁ, ବିଶ୍ୱଜିତ ପ୍ରଧାନ, ଆଦିନାଥ ଦାସ, ପ୍ରଦୀପ ରାଉତ, ଉମାକାନ୍ତ ପଣ୍ଡା, ପଞ୍ଚାନନ ପ୍ରଧାନ ଆଦି ବିଭିନ୍ନ ବିଦ୍ୟାଳୟ ର ଖେଳ ଶିକ୍ଷକ ଖେଳ ପରିଚାଳନା କରିଥିଲେ  l ବ୍ଲକ ପ୍ରୋଗ୍ରାମ ଆସିଷ୍ଟାଣ୍ଟ ନିରୋଜ ପାତ୍ର, ରୋହିତ ନାୟକ, ମଣ୍ଟୁ ଭାଇ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଅନ୍ୟ ବିଜେପି କାର୍ଯ୍ୟକର୍ତ୍ତା  ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like