-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର, ପଦ୍ମପୁର ରେ କନ୍ୟା ଶିବିର ଅନୁଷ୍ଠିତ।

30-Nov-2025



ପଦ୍ମପୁର (ପ୍ରେରଣା ଖବର)
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର, ପଦ୍ମପୁର ରେ କନ୍ୟା ଶିବିର ଅନୁଷ୍ଠିତ ହୋଇଯାଇଛି । ସଭାପତି ଶ୍ରୀଯୁକ୍ତ ପୃଥିରାଜ ସାହୁ ଙ୍କ ସଭାପତିତ୍ବ ରେ  ଅନୁଷ୍ଠିତ ସଭାରେ  ମୁଖ୍ୟ ଅତିଥି ଭାବେ ପଦ୍ମପୁର ଉପ ଜିଲ୍ଲାପାଳ  ସ୍ନେହା ଅରୁଗୁଲା ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଶିଶୁ ଭଉଣୀମାନଙ୍କ ଶାରୀରିକ, ମାନସିକ ଓ  ବୌଦ୍ଧିକ ବିକାଶ ଦୃଷ୍ଟିରୁ ନିଜର ଉନ୍ନତି ସଂଗେ ସଂଗେ ସମାଜର ଉନ୍ନତି ଉପରେ ଗୁରୁତ୍ଵାରୋପ କରିଥିଲେ। ମୂଖ୍ୟ ବକ୍ତା ଭାବେ ଅଞ୍ଚଳ ମହାବିଦ୍ୟାଳୟ ର ଜୀବ ବିଜ୍ଞାନ ପ୍ରଧ୍ୟାପିକା ଶ୍ରୀମତୀ ତାପିନୀ ପଣ୍ଡା ଯୋଗଦେଇ ବର୍ତମାନ ଯୁଗରେ ଝିଅ ମାନଙ୍କ ର ବେଶଭୂଷା, ଖାଦ୍ୟପେୟ, ଚାଲିଚଳନ ଓ ଆତ୍ମ ସୁରକ୍ଷା ଉପରେ ବିଷଦ ଭାବେ ଆଲୋଚନା କରିଥିଲେ। ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ଅତିଥି ପରିଚୟ ଓ ସ୍ଵାଗତ ଭାଷଣ ଦେଇଥିଲେ। lCC କମିଟୀ ସଭାପତି ସୁଶ୍ରୀ ପଙ୍କଜିନୀ ପ୍ରଧାନ ଯୋଗଦେଇ ମାଆ ବାପାଙ୍କ ସ୍ୱପ୍ନକୁ କିପରି ବିଫଳ କରିବାରେ ଫେସବୁକ୍,Whatsapp, instagram ର କୁ ପ୍ରଭାବ ପକାଉଛି ସେ.ଉପରେ ମାର୍ଗ  ଦର୍ଶନ କରିଥିଲେ।  ସୁଷମା ବିଶ୍ଵାଲ କାର୍ଯ୍ୟକ୍ରମ ର ସଂଯୋଜନା କରିଥିଲେ  । କଲ୍ୟାଣୀ ମିଶ୍ର ଉଦ୍ଦେଶ୍ୟ କଥନ କରିଥିଲେ l ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଭଉଣୀ ମାନେ ଶିବିର ରେ  ଯୋଗ ଦେଇଥିଲେ । ମାତୃଭାରତୀ ର ସଦସ୍ୟା ବୃନ୍ଦ ଓ ସମସ୍ତ ଗୁରୁମା ମାନଙ୍କ ସହଯୋଗ ରେ  କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026

You Might Also Like