-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ମାଣ୍ଡେଲ ଗ୍ରାମରେ ଜଗନ୍ନାଥ ମନ୍ଦିର କୁମ୍ଭ ଭରା ଓ ପବିତ୍ର ମୁଣ୍ଡି ମରା କାର୍ଯ୍ୟ ସମାପନ

30-Nov-2025



(ଚିନ୍ତାମଣି ନାଏକ)
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ମାଣ୍ଡେଲ ଗ୍ରାମରେ ଜଗତର ନାଥ ପ୍ରଭୁ ଜଗନ୍ନାଥ ଙ୍କ ମନ୍ଦିର ମୁଣ୍ଡିମରା ଓ କୁମ୍ଭ ଭରା ଉତ୍ସବ ମହାଡମ୍ବରେ ଅନୁଷ୍ଠିତ ହୋଇଯାଇଛି ଏହି ପବିତ୍ର କାର୍ଯ୍ୟ ରେ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ସମେତ ମାଣ୍ଡେଲ ପୂଜିପଦର ତଥା ନର୍ଲା ଅଞ୍ଚଳ ର ସହ ସହ ସଂଖ୍ୟା ରେ ଜଗନ୍ନାଥ ପ୍ରେମୀ ଓ ଶ୍ରଦ୍ଧାଳୁ ଯୋଗ ଦେଇ ପ୍ରଭୁ ଙ୍କ ଆଶୀର୍ବାଦ କାମନା କରିଥିଲେ ଏହି ଭବ୍ୟ କାର୍ଯ୍ୟ ରେ ପଣ୍ଡିତ ବାଳମକୁନ୍ଦ ବଡ଼ପଣ୍ଡା ଓ ପୂଜକ ଲାଲୁ ବଡ଼ପଣ୍ଡା ନିଜ ନିଜ କାର୍ଯ୍ୟ ସମ୍ପାଦନ କରିଥିବା ବେଳେ ମନ୍ଦିର ନିର୍ମାଣ ବିଶ୍ୱକର୍ମା ଶ୍ରୀ ସନ୍ତୋଷ ସାହୁ ମଧ୍ୟ ଉପସ୍ଥିତ ଥିଲେ ଏବଂ କର୍ତ୍ତା  ଦାଇତ୍ୱ ରେ ମନୋଜ ନାଏକ ଓ ତାଙ୍କ ସାଧର୍ମିଣୀ ସୁଦେସ୍ନା ନାଏକକର୍ତ୍ତବ୍ୟ ନିର୍ବାହ କରିଥିଲେ ଏହି ଧାର୍ମିକ କାର୍ଯ୍ୟ ରେ ମାଣ୍ଡେଲ ପୂଜିପଦର ତଥା ଅଞ୍ଚଳ ସମସ୍ତ ସହଯୋଗୀ ଜଗନ୍ନାଥ ପ୍ରେମୀ ଓ ଶ୍ରଦ୍ଧାଳୁ ମାନଙ୍କୁ ମାଣ୍ଡେଲ ଗ୍ରାମର ଦିଲୀପ ନାଏକ କୃତଜ୍ଞତା ଜଣାଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like